Latest Odisha News

BREAKING NEWS

Browsing Tag

odisha

୨୩ ବର୍ଷ ପରେ ଫେରାର ଦୁଷ୍କର୍ମ ଅଭିଯୁକ୍ତ କଟକରୁ ଗିରଫ

କଟକ : କଟକ ଦରଘା ବଜାର ଅଞ୍ଚଳରୁ ପୋଲିସ ଦୀର୍ଘ ୨୩ ବର୍ଷ ପରେ ଜଣେ ଫେରାର ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନାମ ୟାକୁବ ଖାନ୍ (୪୬) ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ଅଭିଯୁକ୍ତ ଜଣକ କେନ୍ଦ୍ରାପଡାରେ ରହୁଥିବାବେଳେ ୧୯୯୬ ମସିହାରେ ଜଣେ…

ଓଡିଶାର ଅନ୍ୟ ୧୦ଟି ବୁଥରେ ସାନି ମତଦାନ ଲାଗି ସିଇଓଙ୍କ ସୁପାରିଶ

ଭୁବନେଶ୍ୱର : ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବାତିଲ ହୋଇଥିବା ଅନ୍ୟ ୧୦ଟି ବୁଥରେ ସାନି ମତଦାନ ଲାଗି ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ସୁପାରିଶ କରାଯାଇଥିବା ନେଇ ଶନିବାର ଦିନ ରାଜ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ…

ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର

ଭୁବନେଶ୍ୱର : ଓଡିଶାର ଚତୃର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ନିଜ ନିଜର ନିର୍ବାଚନୀ ପ୍ରଚାର ଅଭିଯାନକୁ ଖୁବ୍ ଜୋରଦାର କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଭିନ୍ନ ରାଜନୈତିକ ଦଳର ଅନେକ ନେତା ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଲାଗି ବିଭିନ୍ନ ସ୍ଥାନରେ ବିଜୟ…

୪ର୍ଥ ପର୍ଯ୍ୟାୟ ନିର୍ବାଚନ: ବିଜେଡି ସାଂସଦଙ୍କ ବିରୋଧରେ ନାହିଁ କୌଣସି ଅପରାଧୀକ ମାମଲା

ଭୁବନେଶ୍ୱର : ଓଡିଶାର ୪ର୍ଥ ପର୍ଯ୍ୟାୟ ମତଦାନରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ୬ଟି ଲୋକସଭା ଆସନର ବିଜେଡି ପ୍ରାର୍ଥୀଙ୍କ ବିରୋଧରେ କୌଣସି ଅପରାଧିକ ମାମଲା ନାହିଁ । ଏନେଇ ଓଡିଶା ନିର୍ବାଚନ ୱାଚ୍ ଓ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ଏକ ମିଳିତ ଅଧ୍ୟୟନରେ ଶୁକ୍ରବାର…

ଆସନ୍ତାକାଲି ଓଡିଶା ଆସୁଛନ୍ତି ରାହୁଲଙ୍କ ସମେତ ୩ ହେଭିୱେଟ୍ ନେତା

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମେତ ଦଳର ୨ ବରିଷ୍ଠ ନେତା ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ହେଭିୱେଟ୍ ନେତାମାନେ ଏପ୍ରିଲ୍ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଏହି…

ଓଡିଶାରେ ରାଜନାଥ, ଦଳୀୟ ପ୍ରାର୍ଥୀଙ୍କ ଲାଗି କରିବେ ପ୍ରଚାର

ଭୁବନେଶ୍ୱର : ଓଡିଶାରେ ଏପ୍ରିଲ୍ ୨୯ ତାରିଖରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଲାଗି ଗୁରୁବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ । ଗସ୍ତସୂଚୀ ଅନୁଯାୟୀ ସେ ସକାଳ ସାଢେ ୧୦ ସମୟରେ ଯାଜପୁର ଜିଲ୍ଲା…

ଭୁବନେଶ୍ୱର ଓ ଯାଜପୁରରୁ ଜବତ ହେଲା ୧୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର୍

ଭୁବନେଶ୍ୱର/ଯାଜପୁର : ଭୁବନେଶ୍ୱର ଓ ଯାଜପୁରସ୍ଥିତ ପାଣିକୋଇଲି ଅଞ୍ଚଳରୁ ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢାଉ କରି ବୁଧବାର ଦିନ ପ୍ରାୟ ୧୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରର ହଳଦିଆପଡିଆ ଅଞ୍ଚଳରୁ ଅବକାରୀ ବିଭାଗ ଚଢାଉ କରି ପ୍ରାୟ…

ଏପ୍ରିଲ୍ ୨୫ରେ ଓଡିଶାର ୯ଟି ବୁଥରେ ହେବ ସାନି ମତଦାନ

ଭୁବନେଶ୍ୱର : ଓଡିଶାର ୯ଟି ବୁଥରେ ଏପ୍ରିଲ୍ ୨୫ ତାରିଖରେ ସାନି ଭୋଟ୍ ଗ୍ରହଣ ହେବ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି । ରାଜ୍ୟରେ ଏପ୍ରିଲ୍ ୧୮ ତାରିଖରେ ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବୁଥରେ ଇଭିଏମରେ ହୋଇଥିବା ତ୍ରୁଟି…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ଦ୍ୱୀପ୍ରହର…

ଭଦ୍ରକ ଓ ଯାଜପୁର ସମେତ ୪ଟି ଲୋକସଭା ଆସନରେ ନବୀନଙ୍କ ଜୋରଦାର୍ ପ୍ରଚାର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ୪ଟି ଲୋକସଭା ଆସନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଆଜି ସକାଳେ ବାଲେଶ୍ୱରରେ ପହଞ୍ଚି ସେଠାରୁ ସିମୁଳିଆରେ ଆୟୋଜିତ ଏକ ଜନସଭାରେ ଉଦବୋଧନ୍…