Latest Odisha News

BREAKING NEWS

Browsing Tag

odisha

ଇଭିଏମ୍ ମେସିନ ଅଚଳ ଯୋଗୁଁ କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ମଙ୍ଗଳବାର ଦିନ ୩ୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ରାଜ୍ୟର କିଛି ବୁଥରେ ଥିବା ଇଭିଏମ୍ ମେସିନରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ଆଜି ନିର୍ବାଚନ ଲାଗି ବହୁସଂଖ୍ୟାରେ ଭୋଟରମାନେ ଆସି ବୁଥକେନ୍ଦ୍ରରେ ପହଞ୍ଚି…

ଓଡିଶାର ୬ ଲୋକସଭା ଓ ୪୨ ବିଧାନସଭା ଆସନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର : ଓଡିଶାର ୩ୟ ପର୍ଯ୍ୟାୟ ବିଧାନସଭା ଓ ଲୋକସଭା ନିର୍ବାଚନ ଲାଗି ମଙ୍ଗଳବାର ଦିନ ଭୋଟଗ୍ରହଣ ଆରମ୍ଭ ହୋଇଛି । ସମୁଦାୟ ୯୨ ଲକ୍ଷ ୫୬ ହଜାର ୯୨୨ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରୁ ପୁରୁଷ ମତଦାତାଙ୍କ ସଂଖ୍ୟା ୪୭,୯୯,୦୩୩ ହୋଇଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ୪୪,୫୬,୭୨୯…

ପ୍ରଦୀପ ମହାରଥୀଙ୍କ ଫାର୍ମହାଉସରେ ଫ୍ଲାଇଂ ସ୍କ୍ୱାଡ୍ ଉପରେ ଆକ୍ରମଣ,୫ ଆହତ

ପିପିଲି : ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମହାଉସରେ ଯାଞ୍ଚବେଳେ ରବିବାର ବିଳମ୍ବିତ ରାତିରେ ଫ୍ଲାଇଂ ସ୍କ୍ୱାଡ୍ ଓ ଜଣେ ମାଜିଷ୍ଟ୍ରେଟଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଶ୍ରୀଯୁକ୍ତ ମହାରଥୀ ଓ ତାଙ୍କ ସମର୍ଥକମାନେ ଏହି ଯାଞ୍ଚକାରୀ…

ଶିଘ୍ର ଖରାଛୁଟି ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ଓଡିଶାରେ ଚଳିତ ବର୍ଷ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲଗୁଡିକରେ ଯଥେଷ୍ଟ ପୂର୍ବରୁ ଖରାଛୁଟି ଘୋଷଣା କରିଛନ୍ତି । ଏସମ୍ପର୍କୀତ ଏକ ମାମଲାର ଶୁଣାଣୀ କରି ଓଡିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି । ଖରାଛୁଟି ରଦ୍ଦ କରିବାକୁ…

ଓଡିଶାର ୬ଟି ବୁଥରେ ସାନି ଭୋଟଗ୍ରହଣ ଲାଗି ନିର୍ବାଚନ କମିଶନଙ୍କ ସୁପାରିଶ

ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବୁଥରେ ଇଭିଏମରେ ହୋଇଥିବା ତ୍ରୁଟି ଯୋଗୁଁ ପ୍ରାୟ ୬ଟି ବୁଥରେ ସାନି ନିର୍ବାଚନ ପାଇଁ ସୁପାରିଶ କରାଯିବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି । ଏହି ସୁପାରିଶ ଭାରତ ନିର୍ବାଚନ ଆୟୋଗ…

ଏପ୍ରିଲ୍ ୨୩ରେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ପ୍ରଚାର କରିବେ ମୋଦୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀ ୨ ଦିନ ପୂର୍ବରୁ ଭୁବନେଶ୍ୱରରେ ରୋଡ ଶୋ’ କରିଥିବା ବେଳେ ଏପ୍ରିଲ୍ ୨୩ ତାରିଖରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ନାୟକ ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୨୩…

ଆସ୍କା ପୋଲିଂ ବୁଥରେ ବୃଦ୍ଧଙ୍କ ମୃତ୍ୟୁ

ଆସ୍କା : ଗଞ୍ଜାମ ଜିଲ୍ଲା ଆସ୍କା ଅନ୍ତର୍ଗତ ଏକ ପୋଲିଂ ବୁଥରେ ଭୋଟ ଦେବାକୁ ଆସିଥିବା ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ମୃତ ବ୍ୟକ୍ତିଙ୍କ ନାମ ନଟବର ବେହେରା ଏବଂ ତାଙ୍କ ଘର କଂସାମାରି ଗ୍ରାମର ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ସାନଖେମୁଣ୍ଡି ବିଧାନସଭା ଆସନ…

ଖୋର୍ଦ୍ଧା ବିଜେପି ନେତା ହତ୍ୟାକାଣ୍ଡର ଖୁବଶିଘ୍ର ହେବ ପର୍ଦ୍ଦାଫାଶ: କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଖୋର୍ଦ୍ଧାର ୯ ନଂ ୟୁନିଟ ବିଜେପି ସଭାପତି ମଙ୍ଗୁଳି ଜେନାଙ୍କୁ ଅଜଣା ଦୁର୍ବୃ ହତ୍ୟା କରିବା ପରେ ପୋଲିସ ୨ ଜଣ ସନ୍ଦିଗ୍ଦ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ତେବେ ପୋଲିସ ସୂତ୍ରରୁ ଜଣା ପଡ଼ିଛି ଯେ, ଏହି ୨ ବ୍ୟକ୍ତିଙ୍କ ଠାରୁ ଏହି ହତ୍ୟାକାଣ୍ଡ ସମ୍ପର୍କରେ ଅନେକ…

ଟ୍ୱିନସିଟିରେ ମୋଦୀ ଓ ନବୀନଙ୍କ ହାଇ-ଭୋଲଟେଜ୍ ପ୍ରଚାର

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରାୟ ଦ୍ୱିପ୍ରହର ସମୟରେ ହାଇ-ଭୋଲଟେଜ୍ ନିର୍ବାଚନୀ ପ୍ରଚାର କରିବେ । ମୁଖ୍ୟମନ୍ତ୍ରୀ ଏପ୍ରିଲ୍ ୧୧ ତାରିଖରେ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ…

ଏପ୍ରିଲ୍ ୧୬ରେ ଭୁବନେଶ୍ୱରରେ ମୋଦୀ କରିବେ ରୋଡ଼ ଶୋ’

ଭୁବନେଶ୍ୱର : ଚଳିତ ସାଧାରଣ ନିର୍ବାଚନକୁ ନଜରରରେ ରଖି ରାଜନୈତିକ ଦଳମାନେ ବାରମ୍ବାର ଓଡିଶା ଗସ୍ତରେ ଆସୁଥିବା ବେଳେ ଏପ୍ରିଲ୍ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ଓଡିଶା ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ରବିବାର ଦିନ ଗଣମାଧ୍ୟମକୁ…