Latest Odisha News

BREAKING NEWS

Browsing Tag

odisha

ଓଡିଶାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣରେ ୭୩.୭୬% ମତଦାନ: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ଚୂଡାନ୍ତ ମତଦାନ ୭୩.୭୬% ରହିଥିଲା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ଶୁକ୍ରବାର ଦିନ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, କେତେକ ପୋଲିଂ…

ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଦିନ ପୁଣିଥରେ ଓଡିଶା ଗସ୍ତରେ ଆସିବେ । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ କେନ୍ଦୁଝର ମେଡିକାଲ କଲେଜ ପଡିଆରେ ଆୟୋଜିତ ଏକ ଜନ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନାଯୋଗ୍ୟ,…

ଇଭିଏମ୍ ମେସିନ ଅଚଳ ଯୋଗୁଁ କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଦକ୍ଷିଣ ଓଡିଶାର କିଛି ବୁଥରେ ଇଭିଏମ୍ ଓ ଭିଭିପିଏଟି ମେସିନ୍ ଅଚଳ ହେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ମିଳିଥିବା ଏକ ରିପୋର୍ଟ ଅନୁଯାୟୀ କୋରାପୁଟ ଜିଲ୍ଲାର ଜୟପୁର ସ୍ଥିତ ପରବେଡା…

କାଳବୈଶାଖୀ ଆଶଙ୍କା, ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,…

ନବରଙ୍ଗପୁରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ଆରମ୍ଭ

ଭୁବନେଶ୍ୱର : ଶାସକ ଦଳ ବିଜେଡି ପକ୍ଷରୁ ଦଳୀୟ ପ୍ରାର୍ଥୀଙ୍କ ଲାଗି ଶନିବାର ଦିନ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନବରଙ୍ଗପୁରରେ ପ୍ରଚାର ଆରମ୍ଭ କରାଯିବ । ଗସ୍ତ ସୂଚୀଅନୁଯାୟୀ ମୁଖ୍ୟମନ୍ତ୍ରୀ ରାୟଗଡରେ ଆୟୋଜିତ ଏକ ବୈଠକରେ ଯୋଗ ଦେଇ ନିର୍ବାଚନୀ ପ୍ରଚାର…

ଏପ୍ରିଲ୍ ୭ରେ ପୁଣି ଓଡିଶା ଆସିବେ ଅମିତ ଶାହ

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଏପ୍ରିଲ୍ ୭ ତାରିଖରେ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି । ଏସମ୍ପର୍କରେ ବିଜେପି ରାଜ୍ୟ ସଚିବ ଜତିନ ମହାନ୍ତି ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଶ୍ରୀଯୁକ୍ତ ଶାହ ଗଞ୍ଜାଲ ଜିଲ୍ଲା ପୋଲସରା…

ନିର୍ବାଚନୀ ମାହୋଲ ସରଗରମ, ଓଡିଶା ଗସ୍ତରେ ମୋଦୀ ଓ ମାୟାବତୀ

ଭୁବନେଶ୍ୱର : ଆଗାମୀ ସାଧାରଣ ନିର୍ବାଚନର ଅବ୍ୟବହିତ ପୂର୍ବରୁ ନିର୍ବାଚନୀ ପ୍ରଚାର କରିବା ପାଇଁ ମଙ୍ଗଳବାର ଦିନ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବହୁଜନ ସମାଜବାଦୀ ପାର୍ଟି (ବିଏସପି) ସୁପ୍ରିମୋ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ।…

ଓଡିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଆରମ୍ଭ

ଭୁବନେଶ୍ୱର : ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ମଙ୍ଗଳବାର ଦିନ ଆରମ୍ଭ ହେବ ବୋଲି ଭାରତ ନିର୍ବାଚନ ଆୟୋଗ (ସିଇଓ) ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ, ନାମାଙ୍କନ ଦାଖଲ ପ୍ରକ୍ରିୟା…

ବିଜେପିକୁ ଫେରିଲେ ବରିଷ୍ଠ ନେତା ବିଜୟ ମହାପାତ୍ର

ଭୁବନେଶ୍ୱର : ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବରିଷ୍ଠ ନେତା ବିଜୟ ମହାପାତ୍ର ବିଜେପିରେ ସାମିଲ ହେବା ନେଇ ଗୁରୁବାର ଦିନ ଘୋଷଣା କରିଛନ୍ତି । ଦୀର୍ଘ ୪ମାସର ବ୍ୟବଧାନ ପରେ ସେ ପୁଣିଥରେ ଭାରତୀୟ ଜନତା ପାର୍ଟି (ବିଜେପି)କୁ ଫେରୁଛନ୍ତି । ଏହାକୁ ଶ୍ରୀଯୁକ୍ତ ମହାପାତ୍ରଙ୍କ ଘରବାହୁଡା…

ମାର୍ଚ୍ଚ ୨୨ ପରେ ୪୦ ଡିଗ୍ରୀକୁ ବୃଦ୍ଧି ପାଇବ ରାଜ୍ୟର ତାପମାତ୍ରା

ଭୁବନେଶ୍ୱର : ଓଡିଶାର ଅଧିକାଂଶ ସ୍ଥାନରେ ମାର୍ଚ୍ଚ ୨୨ ତାରିଖ ଠାରୁ ଦିନର ତାପମାତ୍ରା ଧିରେଧିରେ ବଢିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ସାଇକ୍ଲୋନିକ୍…