Latest Odisha News

BREAKING NEWS

Browsing Tag

odisha

ଜାଣନ୍ତୁ କେଉଁ ଆସନରୁ କିଏ: କଂଗ୍ରେସର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ୨୭ ନୂଆ ମୁହଁ

ଭୁବନେଶ୍ୱର : ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ କଂଗ୍ରେସ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି କ୍ରମରେ କଂଗ୍ରେସ ମୋଟ୍ ୪୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏନେଇ ସୋମବାର ରାତିରେ ଏଆଇସିସି ସାଧାରଣ…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ଭାରତ ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ଘୋଷିତ କରାଯାଇଥିବା ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ୍ ୧୧ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଜିଲ୍ଲାର ୪ଟି ଲୋକସଭା ଓ ୨୮ଟି…

ନିର୍ବାଚନ ଅବ୍ୟବସ୍ଥା ଲାଗି ଡାଏଲ କରନ୍ତୁ- ୦୬୭୪-୨୩୯୫୦୧୫ ନଂ

ଭୁବନେଶ୍ୱର : ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ସମୟରେ ସମସ୍ତ ପ୍ରକାର ଅନିୟମିତତା ତଥା ଅବ୍ୟବସ୍ଥା ରୋକିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ଦିନ ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି। ଜଣେ ବରିଷ୍ଠ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସାଧାରଣ ଜନତାମାନେ…