ଅପରିବର୍ତ୍ତିତ ରହିଲା ବିଦ୍ୟୁତ୍ ଦର, ଧାର୍ଯ୍ୟ ସମୟରେ ଦେୟ ଦେଲେ ୟୁନିଟ୍ ପିଛା ୧୦ ପଇସା ରିହାତି
ଭୁବନେଶ୍ୱର: ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଆଶ୍ୱସ୍ତି । ଚଳିତ ବର୍ଷ ବିଦ୍ୟୁତ୍ ଦର ବୃଦ୍ଧି କରି ନାହାଁନ୍ତି ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ । ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ଦର ଅପରିବର୍ତ୍ତିତ ରଖା ଯାଇଛି ।
ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା…