ଲାଭଦାୟକ ଅଫିସର ସଂସଦୀୟ କମିଟି ସଦସ୍ୟ ଭାବେ ନିର୍ବାଚିତ ହେଲେ ଓଡିଶା ସାଂସଦ
ନୂଆଦିଲ୍ଲୀ: ଲାଭଦାୟକ ଅଫିସର ସଂସଦୀୟ କମିଟି ସଦସ୍ୟ ଭାବେ ବିଜେଡିର ସସ୍ମିତ ପାତ୍ରଙ୍କ ସମେତ ଅନ୍ୟ ୪ ଜଣ ରାଜ୍ୟସଭା ସାଂସଦ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ।
ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଅନ୍ୟ ୪ ଜଣ ମନ୍ତ୍ରୀଙ୍କ ମଧ୍ୟରେ ମହେଶ ପୋଦାର (ବିଜେପି), କେ. କେଶବ ରାଓ…