Latest Odisha News

BREAKING NEWS

Browsing Tag

offline matric exam

ଆଜିଠୁ ମାଟ୍ରିକ ଅଫଲାଇନ୍ ପରୀକ୍ଷାର ଖାତାଦେଖା

କଟକ: ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫଲାଇନ ମୂଲ୍ୟାୟନ । ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖା ଯାଉଛି । କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ଏଥିରେ ନିୟୋଜିତ ଅଛନ୍ତି ୧୫୦୦ ଶିକ୍ଷକ ଶିକ୍ଷୟିତ୍ରୀ । ଗତକାଲି…

୭୦ ପ୍ରତିଶତ ସିଲାବସ୍‌କୁ ନେଇ ହେବ ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା; ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୦ରୁ ଆରମ୍ଭ ହେବ ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା। ଏଥିରେ ୭୦ ପ୍ରତିଶତ ସିଲାବସ୍‌କୁ ନେଇ ପରୀକ୍ଷା ଦେବେ ପିଲା। ଏହାସହ ଅଫଲାଇନ ମାଟ୍ରିକ ପରୀକ୍ଷା ଫଳାଫଳ ୧୫ ଦିନ ମଧ୍ୟରେ ଘୋଷଣା କରାଯିବ ବୋଲି ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ରାଜ୍ୟ ଗଣଶିକ୍ଷା…