Latest Odisha News

BREAKING NEWS

Browsing Tag

OHRC

ଜଷ୍ଟିସ ବିଜୟକୃଷ୍ଣ ପଟେଲ ଓଏଚଆରସିର ନୂତନ ଅଧ୍ୟକ୍ଷ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନର ନୂତନ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ବିଜୟକୃଷ୍ଣ ପଟେଲଙ୍କୁ ନିଯୁକ୍ତ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ କମିଟି ଏହି ପଦ ପାଇଁ…

ମହଙ୍ଗା ପଡିଲା ମିଛ ମାମଲା, ୫ ଲକ୍ଷ ଗଣିବେ ଥାନା ଅଧିକାରୀ

ଭୁବନେଶ୍ୱର: ମହଙ୍ଗା ପଡିଲା ମିଛ ମାମଲା । ଜୀବିତ ନାବାଳକଙ୍କୁ ହତ୍ୟା କରାଯାଇଥିବା ଦର୍ଶାଇ ୨ ଜଣଙ୍କୁ ଜେଲ୍ ପଠାଇଥିବା ମାମଲାରେ ପୋଲିସକୁ ମହଙ୍ଗା ପଡିଛି । ଏହି ମାମଲାରେ ଏବେ ଥାନା ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି ।…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ…

‘ଓଏଚଆରସି’ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବିପି ଦାସ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିମଳ ପ୍ରସାଦ ଦାସ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚଆରସି) ଅଧ୍ୟକ୍ଷ ଭାବେ ବୁଧବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ ୨୨ ତାରିଖରେ ଓଏଚଆରସି ଅଧ୍ୟକ୍ଷ ଭାବେ ଜଷ୍ଟିସ ବିପି ଦାସଙ୍କ…

ଜଷ୍ଟିସ ବିପି ଦାସ ‘ଓଏଚଆରସି’ ଅଧ୍ୟକ୍ଷ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିମଳ ପ୍ରସାଦ ଦାସ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ଏହାବ୍ୟତୀତ, ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅସୀମ ଅମିତାଭ ଦାସ କମିଶନର ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।…