ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍
ଭୁବନେଶ୍ୱର: ବେଲଗାମ ହେଉଛି ତୈଳ ଦର । ଆଜି ପୁଣି ଥରେ ବଢ଼ିଛି ପେଟ୍ରୋଲ୍ ଓ ଡିଜେଲ୍ ଦାମ୍ । ସପ୍ତମ ଦିନରେ ଲଗାତାର ଷଷ୍ଠ ଥର ବଢ଼ିଛି ତୈଳ ଦର । ଆଜି ପେଟ୍ରୋଲ୍ ଦାମ୍ ଲିଟର ପିଛା ୩୦ ଓ ଡିଜେଲ୍ ଲିଟର ପ୍ରତି ଦର ୩୫ ପଇସା ମହଙ୍ଗା ହୋଇଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଓଡ଼ିଶାରେ ପେଟ୍ରୋଲ…