Latest Odisha News

BREAKING NEWS

Browsing Tag

OJEE

ମେ’ରେ ଓଜେଇଇ, ଆଜିଠୁ କରିବାକୁ ହେବ ଆବେଦନ

ଈୁବନେଶ୍‌:ର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଜାରି ହେଲା ସୂଚନା । ଆସନ୍ତା ମେ’ ପ୍ରଥମ ଓ ୨ୟ ସପ୍ତାହରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ରାଜ୍ୟରେ ଥିବା ସମସ୍ତ ସରକାରୀ ଏବଂ ଘରୋଇ ବିଶ୍‌:ବିଦ୍ୟାଳୟ ଓ କଲେଜରେ ବି.ଫାର୍ମା, ବି.କାର୍ଟ, ଏମ.ଏସସି(କମ୍ପ୍ୟୁଟର ସାଇନ୍ସ),…

ସେପ୍ଟେମ୍ୱର ୬ରୁ ଆରମ୍ଭ ଓଜେଇଇ

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ । ପରୀକ୍ଷା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ତିନିଟି ସିଫ୍ଟରେ ପରୀକ୍ଷା କରାଯିବ । ଏନେଇ ସୂଚନା ଦେଇଛନ୍ତି ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ।…

ସରିଲା ୩ୟ ରାଉଣ୍ଡ ଓଜେଇଇ ପରୀକ୍ଷା, ଜାଣନ୍ତୁ, କେଉଁଠି କେତେ ସିଟ୍ ଖାଲି

ଭୁବନେଶ୍ୱର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ମେଡିକାଲ କାଉନସେଲିଂର ତୃତୀୟ ରାଉଣ୍ଡ ସରିଥିବା ବେଳେ ଏମବିବିଏସ୍ ଏବଂ ବିଡିଏସ୍ ପାଠ୍ୟକ୍ରମରେ ୨୨ ଟି ସିଟ୍ ଖାଲି ରହିଛି। ଏବିପି ଏଜୁକେସନ୍ ରିପୋର୍ଟ ଅନୁଯାୟୀ ରାଜ୍ୟ ସରକାରୀ କଲେଜଗୁଡ଼ିକରେ ଏମବିବିଏସ୍ ଏବଂ ବିଡିଏସ୍ ପାଇଁ…

ପ୍ରକାଶ ପାଇଲା ଓଜେଇଇ-୨୦୨୦ ରେଜଲ୍ଟ; ଜାଣନ୍ତୁ, କିଏ ଟପ୍ପର

ଭୁବନେଶ୍ୱର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି । ଯେଉଁ ପରୀକ୍ଷାରେ ୧୨ ଜଣ ଛାତ୍ରଛାତ୍ରୀ ଟପ୍ପର ହୋଇଛନ୍ତି । ଜାଣନ୍ତୁ, ଚଳିତ ଓଜେଇଇ ପରୀକ୍ଷାରେ କେଉଁ ବିଷୟରେ କିଏ ଟପ୍ପର ହୋଇଛନ୍ତି । ପରୀକ୍ଷାର୍ଥୀମାନେ www.Ojee.nic.in…

ସେପ୍ଟେମ୍ବର ୯ରୁ ଓଜେଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରୁ ଆରମ୍ଭ ହେବ ଓଜେଇ ପରୀକ୍ଷା । ୯ରୁ ଆରମ୍ଭ ହୋଇ ୧୫ ତାରିଖ ଯାଏଁ ଚାଲିବ । ଚଳିତ ବର୍ଷ ସିବିଟି ମୋଡରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ଏଥିଲାଗି ଓଡ଼ିଶାର ୧୬ ଜିଲ୍ଲାର ପଲିଟେକନିକ ଓ ଆଇଟିଆଇ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ବୈଷୟିକ ଓ ତାଲିମ…

ବଢ଼ିଲା OJEE ଆବେଦନ ସମୟସୀମା, ଆଉ ୫ ସହରରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ବଢ଼ିଲା ଅନଲାଇନ ଆବେଦନର ଡେଡଲାଇନ୍ । ଜୁଲାଇ ୩୧ ତାରିଖ ଯାଏଁ ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଛି । ଏହାସହ ଆଉ ୫ଟି ସହରରେ ପ୍ରବେଶିକା ପରୀକ୍ଷା କରିବାକୁ ଘୋଷଣା ହୋଇଛି…

ମେ’ ପ୍ରଥମ ସପ୍ତାହରେ ଓଜେଇଇ ପରୀକ୍ଷା; ଆଜିଠୁ ଅନଲାଇନ୍ ଆବେଦନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପରୀକ୍ଷା ମେ’ ପ୍ରଥମ ସପ୍ତାହରେ ଅନୁଷ୍ଠିତ ବୋକୁ ଯାଉଛି । ଏକ ବିଜ୍ଞପ୍ତିରେ ଓଜେଇଇ ଚେୟାରମ୍ୟାନ୍ ସୁଦୀପ କୁମାର ଚାନ୍ଦ କହିଛନ୍ତି ଯେ ମାର୍ଚ୍ଚ ୨୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀମାନେ…

ଆସନ୍ତାକାଲିଠୁଁ ବିଡିଏସ୍ ଓ ଏମବିବିଏସ୍ ସିଟ୍ ଲାଗି ସ୍ପଟ୍ କାଉନସିଲିଂ

ଭୁବନେଶ୍ୱର: ରାଜ୍ୟରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଖାଲିଥିବା ୧୦ଟି ବିଡିଏସ୍ ଓ ଏମବିବିଏସ୍ ସିଟ୍ ଲାଗି ଶୁକ୍ରବାର ଦିନ ଠାରୁ ସ୍ପଟ୍ କାଉନସିଲିଂ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସେଲ୍ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ମେଡିକାଲ୍…

ଆରମ୍ଭ ହେଲା ସ୍ୱତନ୍ତ୍ର ଓଜେଇଇ ପରୀକ୍ଷା

ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପରୀକ୍ଷା ରବିବାର ଦିନ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଛି । ସ୍ୱତନ୍ତ୍ର ଓଜେଇଇ ପରୀକ୍ଷା ରାଜ୍ୟର ୨୦ଟି ସହରରେ ପ୍ରାୟ ୩୧ଟି ପରୀକ୍ଷା କେନ୍ଦ୍ରରେ ଆୟୋଜିତ ହେଉଛି । ଇଞ୍ଜିନିୟରିଂ କଲେଜରେ ବଳକା ସିଟ୍ ପୂରଣ ଲାଗି…

‘ଏମବିବିଏସ୍’ ଓ ‘ବିଡିଏସ’ ଲାଗି ଆରମ୍ଭ ହେଲା ନମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ନିଟ (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ଦ୍ୱାରା ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କ 'ଏମବିବିଏସ୍' ଓ 'ବିଡିଏସ' ଲାଗି ପ୍ରଥମ ପର୍ଯ୍ୟାୟରେ ନାମ ଲେଖା ଆରମ୍ଭ ହୋଇଛି । ଏନଇଟି (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ପାଇଁ ଜୁଲାଇ ୧୦ ଯାଏଁ…