Latest Odisha News

BREAKING NEWS

Browsing Tag

OJEE

ପ୍ରକାଶ ପାଇଲା ଏମବିବିଏସ୍ ଓ ବିଡିଏସ୍ ମେରିଟ୍ ଲିଷ୍ଟ୍

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଏମବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମ ଲାଗି ଷ୍ଟେଟ୍ ମେରିଟ୍ ଲିଷ୍ଟ୍ ମଙ୍ଗଳବାର ଦିନ ପ୍ରକାଶ ପାଇଛି । ମିଳିଥିବା ସୂଚନାନୁଯାୟୀ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ପ୍ରାୟ ୩,୬୫୭ ଜଣ ଛାତ୍ରଛାତ୍ରୀଙ୍କୁ ର‌୍ୟାଙ୍କ ଆବଣ୍ଟିତ…

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇଛି । ରାଜ୍ୟ ସଚିବାଳୟରେ ଆଜି ଦିନ ୧୨ଟା ବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏବଂ ବିଭାଗୀୟ କମିଶନର-ତଥା-ସେକ୍ରେଟାରୀ ସଞ୍ଜୟ…

ଆଜି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶିତ ହେବ । ରାଜ୍ୟ ସଚିବାଳୟରେ ଆଜି ଦିନ ୧୨ଟା ବେଳେ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ପରୀକ୍ଷା ଫଳ ଘୋଷଣା କରାଯିବା ନେଇ ସୂଚନା ମିଳିଛି । ପରୀକ୍ଷାର୍ଥୀମାନେ…

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଉଭୟ ଅନଲାଇନ ଓ ଅଫଲାଇନର ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇବ । ରାଜ୍ୟ ସଚିବାଳୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଦ୍ୱାରା ପରୀକ୍ଷା ଫଳ ଘୋଷଣା କରାଯିବ । ଚଳିତ ବର୍ଷ ପାଖାପାଖି ୨୫,୭୩୧ ଜଣ ଛାତ୍ରଛାତ୍ରୀ…

ଓଜେଇଇ ୱେବସାଇଟରେ ଆଜିଠୁ ଆଡମିଟ୍ କାର୍ଡ ଉପଲବ୍ଧ

ଭୁବନେଶ୍ୱର : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଲାଗି ଶୁକ୍ରବାର ଦିନ ଠାରୁ www.ojee.nic.in ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହୋଇଛି । ଆଜି ସନ୍ଧ୍ୟା ୫ଟାରୁ ଛାତ୍ରଛାତ୍ରୀମାନେ ଓଜେଇଇ ଅଫିସିଆଲ୍ ୱେବସାଇଟରୁ ଆଡମିଟ୍ କାର୍ଡ ଡାଉନଲୋଡ କରିପାରିବେ ବୋଲି ଓଜେଇଇ ବୋର୍ଡ ପକ୍ଷରୁ…