Latest Odisha News

BREAKING NEWS

Browsing Tag

Olympics

ଓସଜା ପୁରସ୍କାର: ‘ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ୨୦୩୬ ଅଲିମ୍ପିକ୍ସରେ ଓଡ଼ିଶା ଖେଳାଳି ଜିତନ୍ତୁ ବ୍ୟକ୍ତିଗତ…

ଭୁବନେଶ୍ୱର: ଓଡ଼ିଶାରେ କ୍ରୀଡ଼ାର ସର୍ବବିଧ ଉନ୍ନତି ସହ ଖେଳ ଓ ଖେଳାଳିଙ୍କ ବିକାଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ କାର୍ଯ୍ୟକାରୀ ହେଉଛି । ଆଗାମୀ ୨୦୩୬ ମସିହାରେ ଭାରତରେ ଅନୁଷ୍ଠିତ ହୋଇପାରେ ଅଲିମ୍ପିକ କ୍ରୀଡ଼ା । ଦେଶରେ ଅଲିମ୍ପିକ ହେଉଥିଲା ବେଳେ ସେଥିରେ ବ୍ୟକ୍ତିଗତ ମେଡାଲ…

ଡୋମିନୋଜ ପରେ ଆଇନକ୍ସର ବଡ ଘୋଷଣା, ଅଲିମ୍ପିକ ପଦକ ବିଜେତାଙ୍କୁ ଆଜୀବନ ମାଗଣା ଫିଲ୍ମ ଦେଖାଇବ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ବଡ ବଡ କମ୍ପାନୀ ମନଲୋଭା ଅଫର ଦେବା ଆରମ୍ଭ କରି ଦେଇଛନ୍ତି । ମହିଳା ୱେଟଲିଫ୍ଟିଂରେ ରୌପ୍ୟ ପଦକ ଜିତିଥିବା ମୀରାବାଇ ଚାନୁଙ୍କୁ ଡୋମିନୋଜ ମାଗଣା ପିଜା ଯୋଗାଇଦେବା ଘୋଷଣା କରିବା ପରେ ଆଜି ଆଇନକ୍ସ ଲୋଭନୀୟ ଅଫର ଦେଇଛି । ଅଲିମ୍ପିକ୍ସ…

ଟୋକିଓ ଅଲିମ୍ପିକ୍ସ: ଭାରତର ଧ୍ୱଜବାହକ ହେବେ ମେରୀ କମ୍‌, ମନପ୍ରୀତ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ଉଦଘାଟନୀ ସମାରୋହରେ ଭାରତର ଧ୍ୱଜବାହକ ହେବେ ମହିଳା ବକ୍ସର ମେରୀ କମ୍ ଓ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂ । ଉଦଘାଟନୀ ସମାରୋହ ୨୩ ଜୁଲାଇରେ ଆୟୋଜିତ ହେବ । ଉଦଯାପନୀ ଉତ୍ସବରେ ବଜରଙ୍ଗ ପୁନିଆ ଧ୍ୱଜବାହକ ହେବେ । ୩୮ ବର୍ଷୀୟ ମେରୀ କମଙ୍କ ଏହା ଶେଷ…

ଟୋକିଓ ଅଲିମ୍ପିକ୍ସ: ୟୁଗାଣ୍ଡା ପରେ ସର୍ବିୟାର ଜଣେ ଆଥଲେଟ କରୋନା ସଂକ୍ରମିତ

ଟୋକିଓ:ଟୋକିଓ ଅଲିମ୍ପିକ୍ସ ଆଉ ୨୦ ଦିନ ପରେ ଆରମ୍ଭ ହୋଇଯିବ । ତଥାପି ଏବେ କରୋନା ଭୟ ପିଛା ଛାଡୁନି । ରିପୋର୍ଟ ମୁତାବକ ୟୁଗାଣ୍ଡା ଟିମର ୨ ଆଥଲେଟ କରୋନା ସଂକ୍ରମିତ ଜଣା ପଡିବା ପରେ ଆଜି ସର୍ବିୟାର ଜଣେ ଖେଳାଳିଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହି ଖେଳାଳିମାନଙ୍କୁ ଆଇସୋଲେଟ କରାଯାଇଛି ।…