ଛଅକାଣ୍ଡର ରାମାୟଣ ଓ ନିର୍ଦ୍ଦୋଷ ରାମ
ରାମ ନବମୀ ଉପଲକ୍ଷେ ଅସିତ କୁମାର ପଣ୍ଡାଙ୍କ ଆଲେଖ୍ୟ
ପୁରୁଷୋତ୍ତମ ଶ୍ରୀରାମଙ୍କୁ ସନାତନ ଧର୍ମ ରେ ବିଷ୍ଣୁଙ୍କ ସପ୍ତମ ଅବତାର ବୋଲି ଗ୍ରହଣ କରାଯାଏ । ଆଜି ବି ସତ୍ୟ ଧର୍ମ ନ୍ୟାୟଦ୍ୱାରା ପ୍ରଜାମାନଙ୍କୁ ଉତ୍ତମ ଶାସନ ପ୍ରଦାନ କରିବା ଅର୍ଥରେ ରାମ ରାଜ୍ୟର ପରିକଳ୍ପନା କରାଯାଏ । କହିବା…