Latest Odisha News
Browsing Tag

One Arrested

ଦିଲ୍ଲୀରେ ବିଚ୍ ରାସ୍ତାରେ ନାବାଳିକାଙ୍କୁ ଏସିଡ୍ ମାଡ଼, ଜଣେ ଅଟକ

ଦିଲ୍ଲୀ: ଦିଲ୍ଲୀରେ ଏସିଡ୍ ଆଟାକ୍ । ଦ୍ୱାରକାରେ ଏପରି ଜଘନ୍ୟ କାଣ୍ଡ ସାରା ଦେଶକୁ ପୁଣି ଥରେ ଦୋହଲାଇ ଦେଇଛି । ୧୭ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଏସିଡ୍ ମାଡ । ବାଇକରେ ୨ ଜଣ ଯୁବକ ଆସି ନାବାଳିକା ଉପରକୁ ଏସିଡ୍ ଫୋପାଡି ପଳାଇଥିଲେ । ଏସିଡ ଆଖିରେ ପଶିଯିବାରୁ ଛାତ୍ରୀ ଜଣକ ଗୁରୁତର ଅଛନ୍ତି ।…

କନ୍ଧମାଳରୁ ଚିତାବାଘ ଛାଲ ଜବତ, ଜଣେ ଗିରଫ

ଫୁଲବାଣୀ: ଓଡିଶା ପୋଲିସ ଅଧିନସ୍ତ ଏସ୍‌ଟିଏଫ୍‌କୁ ମିଳିଛି ସଫଳତା । ଜବତ ହୋଇଛି ଗୋଟିଏ ଚିତାବାଘ ଛାଲ । ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଏସ୍‌ଟିଏଫ୍ ଟିମ୍ ପଚରାଉଚରା ଚଳାଇଛି । ଆଜି ସିପ୍ତିଗୁଡାରେ ଚିତାବାଘ ଛାଲ ଡିଲ୍ ହେଉଥିବା ନେଇ ଏସଟିଏଫ୍ ଟିମ୍ ବିଶ୍ୱସ୍ତ ସୁତ୍ରରୁ…

ମଦ ବେପାରୀକୁୁ କାବୁ କଲେ ଗାଁ ଲୋକେ, ରନ୍ଧା ମଦ ଜବତ

ସୋନପୁର: ସଚେତନ ନାଗରିକର ଭୂମିକା ତୁଲାଇଲେ ଗାଁ ଲୋକେ । ରନ୍ଧା ଦେଶୀ ମଦ ବେପାରୀଙ୍କୁ ଧରି ପୋଲିସରେ ଜିମା ଦେଲେ । ଏପରି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ସୋନପୁର ଜିଲ୍ଲାର ମାନପୁର ଅଂଚଳ । ସୂଚନା ଅନୁଯାୟୀ ଝାରବାହାଳି ଗାଁରୁ ଦୁଇଜଣ ବ୍ୟକ୍ତି ଏକ କାର ଯୋଗେ ରନ୍ଧା ମଦ ଧରି…

ବାଙ୍ଗିରିପୋଷିରୁ ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ବାରିପଦା: ବଜ୍ରକାପ୍ତା ଚାଲାଣ ବେଳେ ଚଢ଼ାଉ । ବିଶେଷ ସୂତ୍ରରୁ ଖବର ପାଇ ରେଡ୍ କଲା ବାରିପଦା ଟାଉନ୍ ଥାନା ପୋଲିସ । ଗୋଟିଏ ବଜ୍ରକାପ୍ତାକୁ ଉଦ୍ଧାର କରିବା ସହ ଜଣଙ୍କୁ ଗିରଫ କରିଛି । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗହିରାପାଳ ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଗିରଫ ଅଭିଯୁକ୍ତଙ୍କ…

ବୌଦ୍ଧରୁ କଲରାପତରିଆ ବାଘ ଛାଲ ଜବତ

ସୋନପୁର: କ୍ରାଇମ ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଟିମ ଗୁରୁବାର ଦିନ କଲରାପତରିଆ ବାଘ ଛାଲ ଜବତ କରିବା ସହ ବୌଦ୍ଧରୁ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ଏସଟିଏଫ୍ ଟିମ୍ ମନମୁଣ୍ଡା ଥାନା ଅନ୍ତର୍ଗତ ବନ୍ଧନଝୁଲି ନିକଟରେ ଚଢାଉ କରି ବାଦଲଗୁଡା ଗାଁର ମହେନ୍ଦ୍ର ଭାଇନାଙ୍କୁ…

ଜଲେଶପଟ୍ଟା ଆଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଘଟଣାରେ ଜଣେ ଗିରଫ

ବାଲିଗୁଡା : ଜଲେଶପଟ୍ଟା ଆଶ୍ରମ ମୁଖ୍ୟ ଜୀବନ ମୁକ୍ତାନନ୍ଦ ପୁରୀଙ୍କୁ ଙ୍କୁ ହତ୍ୟା ଧମକ ଅଭିଯୋଗ ଘଟଣାରେ ଜଣେ ଗିରଫ । ରାୟଗଡା ବିଷମକଟକ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କରିଛି ତୁମୁଡିବନ୍ଧ ପୋଲିସ । କନ୍ଧମାଳ ଏସପିଙ୍କ ଏହି ସୂଚନା ଦେଇଛନ୍ତି । ଗିରଫ ବ୍ୟକ୍ତିର ନାଁ ମହାଦେବ ବାବା । ସେ…

 ଶିକ୍ଷୟିତ୍ରୀଙ୍କୁ ଟଙ୍କା ମାଗି ନକଲି ମାଓବାଦୀ ଗିରଫ

ଲକ୍ଷ୍ମୀପୁର: ଶିକ୍ଷୟିତ୍ରୀଙ୍କୁ ମାଓବାଦୀ ନାଁ ନେଇ ମାଗୁଥିଲା ଟଙ୍କା, ନକଲି ମାଓବାଦୀକୁ ଗିରଫ କରିଛି ପୋଲିସ । କୋରାପୁଟ ଜିଲ୍ଲା ସୁନାବେଡା ଅଞ୍ଚଳରୁ ଜଣଙ୍କୁ ଗିରଫ କରିଛି କାକିରିଗୁମା ପୋଲିସ । ଗିରଫ ଜଣଙ୍କ ହେଲେ ନରେନ୍ଦ୍ର କୁମାର ବାଘ । ସୂଚନା ଅନୁସାରେ, ଲକ୍ଷ୍ମୀପୁର ବ୍ଲକ ପଞ୍ଚଡା…

ପରୀ ହତ୍ୟାକାରୀକୁ ଗିରଫ କଲା ଏସଆଇଟି

ଭୁବନେଶ୍ୱର : ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ହତ୍ୟାକାରୀ ଗିରଫ । ଗିରଫ ବ୍ୟକ୍ତି ଜଣକ ଯଦୁପରୁର ବୋଲି ଏସଆଇଟି ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ନୟାଗଡ ସ୍ୱତନ୍ତ୍ର ପୋକ୍ସୋ ଅଦାଲତରେ ଗିରଫ ଅଭିଯୁକ୍ତକୁ ହାଜର କରାଯିବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ଗତ ଜୁଲାଇ…

କଣ୍ଟାବାଞ୍ଜିରେ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ବଲାଙ୍ଗିର : କଣ୍ଟାବାଞ୍ଜି ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।  ଗିରଫ ବ୍ୟକ୍ତିଙ୍କ ନାଁ ଶୁକମଣି ଚିରାଗୁନ ଓ ଘର ମୁରିବାହାଲ ଥାନା ସୁକୁନିପଦର ଗାଁର । ସୂଚନାଅନୁଯାୟୀ, ଶୁକମଣି କଣ୍ଟାବାଞ୍ଜି ଅଞ୍ଚଳରୁ…

୩୦ ଟଙ୍କିଆ ଚାନ୍ଦା ଆଦାୟକାରୀ ବି ପାଇଲାନି ଛାଡ

କଟକ: ଦାଦାବଟିକୁ ନା ଅଭିଯାନରେ କମିଶନରେଟ୍ ପୋଲିସର ପ୍ରଥମ ଶିକାର ହୋଇଥିଲା ରାଜା ଆଚାର୍ଯ୍ୟ ।ଗତକାଲି ସୁଦ୍ଧା ୧୪ ଜଣ ଗିରଫ ହୋଇସାରିଲେଣି । ହେଲେ ରାସ୍ତା କଡରେ ଗାଡିକୁ ଛିଡା କରି ଚାନ୍ଦା ଆଦାୟ କରୁଥିବା ଅସାମାଜିକ ବି ଏବେ ତ୍ରାହି ତ୍ରାହି ଛାଡିଲେଣି । ମାତ୍ର ୩୦ ଟଙ୍କା ବଟି ମାଗି…