Latest Odisha News

BREAKING NEWS

Browsing Tag

one dead

ବାଣ ଭିଡୁଥିବା ବେଳେ ବିସ୍ଫୋରଣରେ ଜଣେ ମୃତ, ୩ ଜଣ ଗୁରୁତର  

ଅନୁଗୁଳ: ଦୀପାବଳି ପୂର୍ବରୁ ଅଘଟଣ । ବାଣ ଭିଡ଼ିବା ବେଳେ ଚାଲିଗଲା ଜୀବନ । ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗାଁରେ ବାଣ ତିଆରି ବେଳେ ବିସ୍ଫୋରଣ ଘଟିଛି । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ସେହି ଗାଁର ତ୍ରିପୁର…

ରାଜନୈତିକ ଶତ୍ରୁତାକୁ ନେଇ ବୋମା ମାଡ, ଜଣେ ମୃତ

ଭୁବନେଶ୍ୱର: ରାଜନୈତିକ ଶତ୍ରୁତାରୁ ଗଲା ଜୀବନ । ରାଜନୈତିକ ଶତ୍ରୁତାରୁ ବୋମା ମାଡ଼ । ଏହି ଘଟଣାରେ ଜଣେ ମୃତ । ଏଭଳି ଘଟଣା ଘଟିଛି ଖଣ୍ଡପଡ଼ା ବୋଦସା ଗାଁରେ । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବୋଦସା ଗାଁରେ ଦୁର୍ବୃତ୍ତଙ୍କ ବୋମା ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ପ୍ରଶାନ୍ତ…

ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ

ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର…

ଭାରସାମ୍ୟ ହରାଇ ପୋଖରୀରେ ପଶିଲା କାର, ଜଣେ ମୃତ

କେନ୍ଦୁଝର: ରାସ୍ତା ଦୁର୍ଘଟଣାରେ କେନ୍ଦୁଝର ଜିଲ୍ଲାରେ ଜଣେ ମୃତ । ସଦର ଥାନା ଠାକୁରଡିହି ଛକ ନିକଟରେ ଗୋଟିଏ କାର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା । କାର ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ…

ଗାଁରେ ହାତୀ ଆତଙ୍କ, ଜଣେ ମୃତ

ମୋରଡା : ଦିନକୁ ଦିନ ବଢି ଚାଲିଛି ହାତୀ ଆତଙ୍କ । ଗାଁ ଭିତରେ ହାତୀ ପଶିବା ସହିତ ଘରଦ୍ୱାର ଭାଙ୍ଗି ଚାଲିଛନ୍ତି । ସେହିଭଳି ଏକର ଏକର ଫସଲ ନଷ୍ଟ କରୁଛନ୍ତି ହାତୀ । ଏପରିକି ମଣିଷ ହାବୁଡରେ ପଡିଲେ ନିସ୍ତାର ନାହିଁ । କିଛି ଦିନ ହେଲା ମୋରଡା ଅଞ୍ଚଳରେ ହାତୀ ଆତଙ୍କ ଖେଳାଇଛନ୍ତି ।…

କେନ୍ଦୁଝର ଯୋଡାରେ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ଜଣେ ଆହତ

ଯୋଡା: ଦୁର୍ଘଟଣାରୁ ଗୋଷ୍ଠୀ ସଂଘର୍ଷ । କେନ୍ଦୁଝର ଯୋଡାରେ ଗୋଷ୍ଠୀ ସଂଘର୍ଷ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ମୃତ ଯୁବକଙ୍କ ନାଁ ଦିବ୍ୟାଂସ ସିଂ ବୋଲି ଜଣାପଡ଼ଛି । ଏହି ଘଟଣାରେ ଯୋଡ଼ା ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅଧିକ ତଦନ୍ତ ଜାରି ରଖିଛି…

ଆମ୍ବୁଲାନ୍ସ ଉପରେ ଓଲଟିଲା ଟ୍ରକ୍, ଜଣେ ମୃତ

ବାରିପଦା: ଆମ୍ବୁଲାନ୍ସ ଉପରେ ଓଲଟିଲା ଟ୍ରକ୍ । ମୟୂରଭଞ୍ଜ ବାରିପଦା ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ତିରିଂ ମେଡିକାଲରୁ ବାରିପଦା ମେଡିକାଲ ଆସୁଥିବା ବେଳେ ଟ୍ରକ ମାଡିଯାଇଥିଲା । ମୃତକଙ୍କ…

ବାଇକକୁ ଧକ୍କା ଦେଲା କାର, ଜଣେ ମୃତ

ବଲାଙ୍ଗିର: ବାଇକକୁ ଧକ୍କା ଦେଲା କାର । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ରୁଗୁଡିପାଲି ଛକଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ଆନ୍ୟ ଜଣେ ଗୁରୁତର ହୋଇଛନ୍ତି ।  ଜଣେ  ଫ୍ଲିପକାର୍ଟର ଡେଲିଭରୀ ବଏ ବାଇକରେ ଆସୁଥିବା ବେଳେ, କଳାହାଣ୍ଡି ଅଭିମୁଖେ ଯାଉଥିବା…

ବନ୍ଧୁକ ଛଡାଇ ସହଯୋଗୀଙ୍କୁ ଗୁଳି କଲେ ଯବାନ, ନିଜକୁ ଗୁଳି ମାରି ଗୁରୁତର

ମାଲକାନଗିରି: ଯବାନଙ୍କ ଉନ୍ମତକାଣ୍ଡ । ସହଯୋଗୀଙ୍କଠାରୁ ବନ୍ଧୁକ ଛଡାଇ ଆଣି ଦୁଇ ଜଣଙ୍କୁ ଗୁଳି କରି ନିଜକୁ ଗୁଳି ମାରି ଗୁରୁତର ହୋଇଛନ୍ତି ଯବାନ । ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବସ୍ତର ଜିଲ୍ଲାରେ । ଘଟଣାରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ

ଯାଜପୁର: ଯାଜପୁର ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣାକୁ ନେଇ ଚାପା…