Latest Odisha News

BREAKING NEWS

Browsing Tag

one death

ବ୍ୟାପୁଛି ଝାଡ଼ାବାନ୍ତି, ସୁବର୍ଣ୍ଣପୁରରେ ଜଣଙ୍କର ମୃତ୍ୟୁ; ଏକାଧିକ ଅସୁସ୍ଥ

ସୋନପୁର: ବର୍ଷା ଋତୁରେ ବ୍ୟାପୁଛି ଝାଡ଼ାବାନ୍ତି । ମୁଣ୍ଡ ନେଉଛି ଡାଇରିଆ । ସୁବର୍ଣ୍ଣପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଛି । ତରଭା ଥାନା ସୁର୍ଜିମୁଣ୍ଡା ଗାଁର ଧନଦେଇ ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ଗାଁରେ ୨୫ରୁ ଅଧିକ ଲୋକେ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ…

[ଦେଖନ୍ତୁ ଭିଡିଓ] ନନ୍ଦାହାଣ୍ଡିରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ, ୧୭ ଅସୁସ୍ଥ

ନବରଙ୍ଗପୁର: ରାୟଗଡ଼ା, କୋରାପୁଟ ପରେ ନବରଙ୍ଗପୁର । ପୁଣି ବ୍ୟାପିଲା ଝାଡ଼ାବାନ୍ତି । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକର ଖଡ଼ିଆଗୁଡ଼ା ଗାଁରେ ବ୍ୟାପିଛି ଝାଡ଼ାବାନ୍ତି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗାଁର ପ୍ରାୟ ୧୭ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ଜଣଙ୍କ ଅବସ୍ଥା ଗୁରୁତର…

ଶୌଚ ସମୟରେ ବଜ୍ରାଘାତ, ଟଳିପଡିଲେ ମହିଳା

ଗୁଣୁପୁର: ଅକାଳରେ ଚାଲିଗଲା ନୀରିହ ଜୀବନ । ବଜ୍ରାଘାତରେ ରାମନାଗୁଡା ବ୍ଲକ ରାମଗିରି ଗାଁରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ଆଜି ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ଘଡଘଡି ମଧ୍ୟରେ ଜଣେ ମହିଳାଙ୍କ ଉପରେ ତୀବ୍ର ମାତ୍ରାରେ ବଜ୍ରାଘାତ ହୋଇଥିଲା । ମୃତ ମହିଳାଙ୍କ ପରିଚୟ ୨୭ ବର୍ଷୀୟା ସୁନିଳା…