Latest Odisha News

BREAKING NEWS

Browsing Tag

Online class

ଅନଲାଇନରେ ହେବ ବିଶ୍ବବିଦ୍ୟାଳୟ କ୍ଲାସ୍

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ଵାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଅନଲାଇନ୍ କ୍ଲାସ୍ ଜୁନ୍ ୧ରୁ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନା ଅନୁଯାୟୀ ଶାରୀରିକ ଭାବେ ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ…

ଅନ୍‌ଲାଇନ୍ କ୍ଲାସ୍‌ରେ ଫେଲ୍‌, ଅଫ୍‌ଲାଇନ୍‌ରେ ଆଟାକ୍ !

ମୁମ୍ବାଇ: କରୋନା ମହାମାରୀ ଆରମ୍ଭ କରିଛି ଅନ୍‌ଲାଇନ୍ କ୍ଲାସ୍ ଟ୍ରେଣ୍ଡ । କେଉଁଠି ଛାତ୍ରଛାତ୍ରୀ ଏହି ନୂଆ ଢାଂଚାରେ ଅତିଷ୍ଠ ହୋଇପଡିଲେଣି, ତ ପୁଣି କେଉଁଠି ଅଭିଭାବକ କହୁଛନ୍ତି ପିଲାଙ୍କ ଆଖି ପ୍ରଭାବିତ ହେଉଛି । ଏପରି ଟଣାଓଟରା ଅଭିଯୋଗ ଭିତରେ ସାମ୍ନାକୁ ଆସିଛି ଏକ ବର୍ବର ଘଟଣା ।…

ଘରେ ରହି ଅନ୍‌ଲାଇନ୍‌ରେ ପାଠ ପଢ଼ାଇବେ ଦିବ୍ୟାଙ୍ଗ ଅଧ୍ୟାପକ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଏଥିପାଇଁ ସରକାର ଆଉ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ଅନଲାଇନରେ ଘରେ ରହି ପାଠ ପଢାଇବେ ଦିବ୍ୟାଙ୍ଗ ଅଧ୍ୟାପକ । କଟକଣା ସମୟରେ କଲେଜ ଆସିବା ବାଧ୍ୟତାମୂଳକ ନୁହେଁ । ଏନେଇ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ…

ଅନ୍‌ଲାଇନ୍ କ୍ଲାସ ବେଳେ ଫାଟିଗଲା ମୋବାଇଲ

ପୁରୀ: ପାଠ ପଢ଼ିଲା ବେଳେ ଫାଟିଗଲା ମୋବାଇଲ । ଅନ୍‌ଲାଇନ୍ କ୍ଲାସ ଚାଲିଥିବା ବେଳେ ମୋବାଇଲ ଫାଟି ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ପୁରୀ ବାଲିଘାଇ ଆଦର୍ଶ ନଗର ଅଂଚଳରେ । ସୂଚନା ଅନୁସାରେ ପୁରୀ ବାଲିଘାଇ ଅଂଚଳ ଆଦର୍ଶ ନଗର ବିଦ୍ୟାଧର ପଲାଇଙ୍କ ଝିଅ କେନ୍ଦ୍ରୀୟ…

କାହିଁକି ଗାଈ ବିକି ସ୍ମାର୍ଟଫୋନ୍ କିଣିଲେ କୁଲଦୀପ ?

ହିମାଚଳ ପ୍ରଦେଶ: କରୋନା ମାଡରେ ଛଟପଟ ଧନୀଠୁ ଗରିବ ସମସ୍ତେ । କାହା ପାଖରେ ପଇସା ଥାଇ ହନ୍ତସନ୍ତ, ତ କିଏ ଖାଇବାକୁ ଗଣ୍ଡେ ଦାନା ଯୋଗାଡ କରିନପାରି ଜୀବନ ହାରୁଛି । ପେଟକୁ ମୁଠେ ଭାତ ଯୋଗାଡ କରିବା ଚିନ୍ତା ଛାଡିଲେ ଆହୁରି ଅନେକ ସମସ୍ୟା ମାଡି ବସୁଛି । ହିମାଚଳ ପ୍ରଦେଶର କୁଲଦୀପ କୁମାର…

୧୩ରୁ କଲେଜ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୧୩ରୁ କଲେଜ ପିଲାଙ୍କ ପାଇଁ ଆରମ୍ଭ ହେବ ଅନ୍‌ଲାଇନ୍ କ୍ଲାସ । ୟୁଜି ଏବଂ ପିଜି ପିଲାଙ୍କ ପାଇଁ ଏହି ଅନ୍‌ଲାଇନ୍ କ୍ଲାସ ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗ ଗାଇଡଲାଇନ୍ ଜାରି କରିଛନ୍ତି । ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ସଚିବ ୧୩ରୁ ଅନ୍‌ଲାଇନ୍ କ୍ଲାନ୍…