ଅକ୍ଟୋବରରୁ ଅନ୍ଲାଇନ୍ରେ ପେନ୍ସନ୍ ଆବେଦନ ବାଧ୍ୟତାମୂଳକ
ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ଅନ୍ଲାଇନ୍ରେ ପେନ୍ସନ୍ ଆବେଦନ ବାଧ୍ୟତାମୂଳକ ହେବ। ପେନସନ ଓ ଭବିଷ୍ୟନିଧି ଆବେଦନ ଅନ୍ଲାଇନ୍ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ। ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଓ ଅର୍ଥ ବିଭାଗର ମିଳିତ…