Latest Odisha News
Browsing Tag

Online seminar

ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ଅନଲାଇନ ଆଲୋଚନା ଚକ୍ର

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ, ବ୍ୟାସକବି ଫକୀରମୋହନ ଭବନ, ନୟାପଲ୍ଲୀ, ଭୁବନେଶ୍ୱର, ଆନୁକୂଲ୍ୟରେ ଗୁଗୁଲ ମିଟ ମାଧ୍ୟମରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍କନ୍ଦ ପୁରାଣ , ପାଞ୍ଚ ରାତ୍ରର ପ୍ରଚାର ପ୍ରସାର ନିମନ୍ତେ…

ଆରଟେମିିନ କଳା ସଂସ୍ଥା ପକ୍ଷରୁ ‘ ଥିଏଟର ଆଫ୍ଟର ପାଣ୍ଡେମିକ୍ ‘ ଆଲୋଚନା ଚକ୍ର

ଭୁବନେଶ୍ୱର : ଆରଟେମିିନ କଳା ସଂସ୍ଥା ଆନୁକୂଲ୍ୟରେ ' ଥିଏଟର ଆଫ୍ଟର ପାଣ୍ଡେମିକ୍ ' ଶୀର୍ଷକ ଦ୍ୱିତୀୟ କଳା ଆଲୋଚନା ଚକ୍ର ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଚିନ୍ମୟ ମହାନ୍ତିଙ୍କ ଉପସ୍ଥାପନାରେ ଏହି କାର୍ଯ୍ୟକ୍ରମରେ ଚୌଧୁରୀ ଜୟପ୍ରକାଶ ଦାସ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ , ଓଡ଼ିଆ…

‘ସାହିତ୍ୟାୟନ’ ପକ୍ଷରୁ ‘ଲାଲ ଘୋଡ଼ାର ସଇସ’ ଉପରେ ଆଲୋଚନା ଚକ୍ର

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟ ଅନୁଷ୍ଠାନ ‘ସାହିତ୍ୟାୟନ' ପକ୍ଷରୁ ଅନଲାଇନ ମାଧ୍ୟମରେ ମାସିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ‘ସାହିତ୍ୟାୟନ’ ପକ୍ଷରୁ ଜୟକୃଷ୍ଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମାସିକ ଆଲୋଚନା ଚକ୍ରରେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ଉଦଘାଟକ,…

ୱେବିନାର ମାଧ୍ୟମରେ କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

କୋରାପୁଟ : କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ଜନଜାତି ଗବେଷକଙ୍କୁ ନେଇ ୱେବିନାର ମାଧ୍ୟମରେ 'ସଂସ୍କୃତି ଏବଂ ସାହିତ୍ୟ ଚର୍ଚ୍ଚା' ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

ଓଡ଼ିଶାରେ ବ୍ୟବସାୟିକ ସୁଯୋଗ ସମ୍ପର୍କରେ ଅନଲାଇନ ଆଲୋଚନାଚକ୍ର

ନ୍ୟୁୟର୍କ : ଭାରତୀୟ କନସୁଲେଟ , ମିଲନ ସାଂସ୍କୃତିକ ସଂଘ ଓ ନିଉଇଂଲଣ୍ଡ ଓଡ଼ିଶା ସମାଜର ମିଳିତ ଆନୁକୂଲ୍ୟରେ 'ବ୍ୟବସାୟ ପାଇଁ ଓଡ଼ିଶାରେ ମହଜୁଦ ଆକର୍ଷକ ସୁଯୋଗ ଓ ପ୍ରୋତ୍ସାହନକୁ ପରଖିବା' ବିଷୟବସ୍ତୁ ଶୀର୍ଷକ ଏକ ଅନଲାଇନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ଉପଲବ୍ଧ ଖଣିଜ…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ମାନସିକ ସ୍ୱାସ୍ଥ୍ୟ ଉପରେ ଅନଲାଇନ ସେମିନାର

ଭୁବନେଶ୍ୱର: ଆନ୍ତର୍ଜାତୀୟ ଯୁବ ଦିବସ ଅବସରରେ ମାନସିକ ସ୍ୱାସ୍ଥ୍ୟ ଉପରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ରବିବାର ଦିନ ଏକ ସେମିନାର ଆୟୋଜନ ହୋଇଛି। ଏଥିରେ ୧୧ ଟି ଦେଶର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଦକ୍ଷିଣ ଏସିଆ ଏବଂ ଗଲ୍ଫ, ୟୁରୋପ ଏବଂ ଭୂମଧ୍ୟସାଗର, ମଧ୍ୟ ପୂର୍ବ, ଆଫ୍ରିକା…