ଇ-କାର୍ଟ ପ୍ୟାକେଟ୍ ପଠାଇଲେ, ୧୯ହଜାର ଲୁଟିଲେ ସାଇବର ଠକ
କଟକ : କଟକରେ ସାଇବର ଠକେଇ । ଅନଲାଇନ ସପିଂ ପ୍ୟାକେଟରୁ ବାହାରିଲା ଦୁର୍ଗନ୍ଧ କପଡା । ରିଫଣ୍ଡ ମାଗିବାକୁ ଯାଇ ଠକେଇର ଶିକାର ହୋଇଛନ୍ତି ମହିଳା । କଟକ ନୂଆ ବଜାର ଅଞ୍ଚଳର ଜଣେ ନାବାଳିକାଙ୍କୁ ନିଜର ଅନଲାଇନ ଅର୍ଡର ରିସିଭ କରିବା ପାଇଁ ଇ-କାର୍ଟ ରୁ ଏକ କଲ ଆସିଥିଲା ।
ନାବାଳିକା ଜଣକ ଘରେ…