ଘରେ ରହି ଅନ୍ଲାଇନ୍ରେ ପାଠ ପଢ଼ାଇବେ ଦିବ୍ୟାଙ୍ଗ ଅଧ୍ୟାପକ
ଭୁବନେଶ୍ୱର: ମହାମାରୀ କରୋନା ପାଇଁ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଏଥିପାଇଁ ସରକାର ଆଉ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ଅନଲାଇନରେ ଘରେ ରହି ପାଠ ପଢାଇବେ ଦିବ୍ୟାଙ୍ଗ ଅଧ୍ୟାପକ । କଟକଣା ସମୟରେ କଲେଜ ଆସିବା ବାଧ୍ୟତାମୂଳକ ନୁହେଁ । ଏନେଇ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ…