ଦାସିଆ ସାଂସ୍କୃତିକ ପରିଷଦର ରାଜ୍ୟସ୍ତରୀୟ କବିତା ଆସର
ଉମରକୋଟ : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ 'ଦାସିଆ ସାଂସ୍କୃତିକ ପରିଷଦ', ତରଫରୁ ଗୁଗୁଲ ମିଟ ମାଧ୍ୟମରେ ଏକ ରାଜ୍ୟସ୍ତରୀୟ କବିତା ଆସର ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗର ପ୍ରାଧ୍ୟାପକ ଶେଷlନନ୍ଦ ମିଶ୍ର ଓ କାର୍ତ୍ତିକ ମଲ୍ଲିକ ମୁଖ୍ୟବକ୍ତା ଭାବରେ…