Latest Odisha News

BREAKING NEWS

Browsing Tag

OPCC

ଓଡିଶା ପ୍ରଦେଶ କଂଗ୍ରେସ କମିଟିର ପୁନଃଗଠନ ହେବ: ନିରଞ୍ଜନ

ଭୁବନେଶ୍ୱର: ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ପୁନଃଗଠନ କରାଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଦିନ ପ୍ରକାଶ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ନିରଞ୍ଜନ କହିଛନ୍ତି, ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ଙ୍କ ନିର୍ଦ୍ଦେଶାନୁଯାୟୀ ପିସିସିଙ୍କ…

ଓଡିଶା କଂଗ୍ରେସ ସମନ୍ୱୟ କମିଟିରୁ ଇସ୍ତଫା ଦେଲେ ଜଗନ୍ନାଥ ପଟ୍ଟନାୟକ

ସମ୍ବଲପୁର : ଓଡିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ବରିଷ୍ଠ ନେତା ତଥା ସମନ୍ୱୟ କମିଟି ଆବାହକ ଜଗନ୍ନାଥ ପଟ୍ଟନାୟକ ଦଳର ପ୍ରଦର୍ଶନରେ ଅସନ୍ତୁଷ୍ଟ ପ୍ରକାଶ କରି ବୁଧବାର ଦିନ ଇସ୍ତଫା ପ୍ରଦାନ କରିଛନ୍ତି । ଶ୍ରୀଯୁକ୍ତ ପଟ୍ଟନାୟକ ସମନ୍ୱୟ କମିଟି ଆବାହକ ଓ ନିର୍ବାଚନ କମିଟି ସଦସ୍ୟ ପଦରୁ…

ଭଣ୍ଡାରୀପୋଖରୀ ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ନିରଞ୍ଜନ

ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ସୋମବାର ଦିନ ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଣ୍ଡାରୀପୋଖରୀ ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏନେଇ ନିରଞ୍ଜନ ଟ୍ୱିଟ୍ କରିଛନ୍ତି ।…

କଂଗ୍ରେସରେ ମିଶିବେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ

ଭୁବନେଶ୍ୱର : ବିଜେଡିରୁ ଟିକେଟ ନପାଇ ଦଳ ଛାଡିଥିବା କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ କଂଗ୍ରେସରେ ଯୋଗଦେବା ନେଇ ସ୍ପଷ୍ଟ ହୋଇଛି । ଏନେଇ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ନରଞ୍ଜନ ପଟ୍ଟନାୟକ ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି କହିଛନ୍ତି,…

କଂଗ୍ରେସରେ ସାମିଲ ହେଲେ ପୂର୍ବତନ ଢେଙ୍କାନାଳ ବିଧାୟକ ନବୀନ ନନ୍ଦ

ଭୁବନେଶ୍ୱର : ଢେଙ୍କାନାଳର ପୂବର୍ତନ ବିଧାୟକ ନବୀନ ନନ୍ଦ୍ର ବୁଧବାର ଦିନ ଆନୁଷ୍ଠାନିକ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ଏହି ପୂର୍ବତନ ବିଜେଡି ନେତା କଂଗ୍ରେସ ଭବନରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ…

ଖୁବଶୀଘ୍ର ଓଡିଶା ଲାଗି କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା ହେବ: ନିରଞ୍ଜନ

ଭୁବନେଶ୍ୱର : ଓଡିଶା ଲାଗି ଖୁବଶୀଘ୍ର କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା କରାଯିବ ବୋଲି ବୁଧବାର ଦିନ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି । ନୂଆଦିଲ୍ଲୀରୁ ଫେରିବା ପରେ ଶ୍ରୀଯୁକ୍ତ ନିରଞ୍ଜନ ଗଣମାଧ୍ୟମକୁ ସୂଚନା ଦେଇ…