ଆଉ ୬ଟି ଗେଟ୍ ଖୋଲିଲା ହୀରାକୁଦ ; ବିପଦ ସଙ୍କେତ ଉପରେ ବଢୁଛି ରାଜ୍ୟର ୫ ନଦୀ
ସମ୍ବଲପୁର: ଆଉ ୬ଟି ଗେଟ୍ ଖୋଲିଲା ହୀରାକୁଦ। ମହାନାଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ବୁଧବାର ଦିନ ହିରାକୁଦ ଡ୍ୟାମର କର୍ତ୍ତୃପକ୍ଷ ଆଉ ୬ ଟି ଗେଟ୍ ଖୋଲିଛନ୍ତି।
ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ଯେ ସକାଳ ୯ ଟାରେ ଡ୍ୟାମର ଜଳ ସ୍ତର…