ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ୮ ମାସ ପରେ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ୱର: ୮ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର । ଭୁବନେଶ୍ୱର ଓ ଢେଙ୍କାନାଳରେ ଥିବା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର କୋଭିଡ୍ କଟକଣା ଯୋଗୁଁ ବନ୍ଦ ରହିଥିଲା । କୋଭିଡ୍ ଗାଇଲାଇନ୍ ଓ କଟକଣା ଭିତରେ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲା ପର୍ଯ୍ୟଟନ ବିଭାଗ ।…