Latest Odisha News

BREAKING NEWS

Browsing Tag

Opposition Unity

ଆପ ଚାପରେ, କଂଗ୍ରେସ ଚେପା !

ଭୁବନେଶ୍ୱର: ବିରୋଧୀ ଦଳଗୁଡିକର ଦ୍ଵିତୀୟ ବୈଠକ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ବୈଠକର ନେତୃତ୍ୱ କଂଗ୍ରେସ ନେଉଥିବାରୁ ଦଳ ବେଶ ତତ୍ପର ହୋଇଛି। ସେଥିପାଇଁ କିଭଳି ବିରୋଧୀ ମାନେ ଗୋଟିଏ ମଞ୍ଚରେ ପୁଣିଥରେ ଏକାଠି ହେବେ ସେଥିପାଇଁ ଉଦ୍ୟମ ଜୋରଦାର ହେଉଛି। ପାଟନା ବୈଠକରେ ବିରୋଧୀ…

ବିରୋଧୀଙ୍କୁ ଧୋକା ଦେବେ ନୀତିଶ !

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ କାଉଣ୍ଟର କରିବ ଏନଡିଏ ବୈଠକ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଦଳ ଗୁଡିକ ଏକ ହେଉଛନ୍ତି। ବିରୋଧୀଙ୍କ ପ୍ରଥମ ବୈଠକ ପାଟନାରେ ହୋଇସାରିଥିବା ବେଳେ ଦ୍ଵିତୀୟ ବୈଠକ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ହେବ। ସେଥିପାଇଁ ବିରୋଧୀ ଦଳ ଗୁଡିକ…

ସମସ୍ତେ ନିଜ ସ୍ୱାର୍ଥ ଦେଖୁଛନ୍ତି, ଏକାଠି ହୋଇପାରିବେନି ବିରୋଧୀ !

ଭୁବନେଶ୍ୱର: ଦ୍ଵିତୀୟ ବିରୋଧୀ ଏକତା ବୈଠକ ପୂର୍ବରୁ ବିରୋଧୀଙ୍କ ମଧ୍ୟରେ କେଁ ପଶିଛି। ଚଳିତ ମାସ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ହେବାକୁ ଥିବାବେଳେ କଂଗ୍ରେସ ଆମ ଆଦମୀ ପାର୍ଟିକୁ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛି। କିନ୍ତୁ ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ…

ରାହୁଲଙ୍କ ଆଟାକରେ ଘାଇଲା କେସିଆର, ଏବେ ଶାହା ହେବେ ଅଖିଲେଶ !

ଭୁବନେଶ୍ୱର: କଂଗ୍ରେସ ଏବେ ତେଲେଙ୍ଗାନାରେ ବିଆରଏସ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେବଳ ବିଆରଏସ ନୁହେଁ କେନ୍ଦ୍ରରେ ଶାସକ ବିଜେପି ଓ ବିରୋଧୀଙ୍କ ଟେନସନ ମଧ୍ୟ ବଢାଇଛି ଦଳ। ଗୋଟିଏ ପଟେ ବିଜେପି ବିରୋଧୀଙ୍କ ପାଇଁ କାଳ ସାଜିଥିବା କୁହାଯାଉଥିବା ବେଳେ ବିଜେପିକୁ ଶାସନରୁ ହଟାଇବା…

କେଜରିୱାଲଙ୍କୁ ପାନେ ଦେଲେ ବିରୋଧୀ !

ଭୁବନେଶ୍ୱର: ଦିଲ୍ଲୀ ଅଧ୍ୟାଦେଶକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା। ପାଟନାରେ ହୋଇଥିବା ବିରୋଧୀ ଦଳ ଗୁଡିକର ବୈଠକରେ କେଜରିୱାଲ ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ ସବୁ ଦଳ ଏକାଠି ହୋଇ…

ବିରୋଧୀଙ୍କ ବୈଠକ ପୂର୍ବରୁ ତେଜିଲା ରାଜନୀତି, ପ୍ରଧାନମନ୍ତ୍ରୀ ପଦ ପାଇଁ ରାହୁଲ କେଜରିୱାଲ ଲଢେଇ!

ଭୁବନେଶ୍ୱର: ରାତି ପାହିଲେ ବହୁ ପ୍ରତୀକ୍ଷିତ ବିରୋଧୀ ଦଳଗୁଡିକର ବୈଠକ ହେବ। ଏଥିପାଇଁ ବିହାରର ପାଟନା ଚଳଚଞ୍ଚଳ ହୋଇଉଠିଛି।ବିଜେପି ବିରୋଧରେ ଏକାଠି ହେବେ ୧୭ ରୁ ଅଧିକ ବିରୋଧୀ ଦଳ। କଂଗ୍ରେସ, ଆମ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି, ଟିଏମସି, ଉଦ୍ଧବ ଗୋଷ୍ଠୀ ଶିବସେନା ସମେତ ପ୍ରମୁଖ…

ଖେଳ ଖେଳିଲେ କେଜରିୱାଲ !

ଭୁବନେଶ୍ୱର: ପାଟନାରେ ବିରୋଧୀ ଏକତା ବୈଠକ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ଼ ରାଜନୈତିକ ଗୋଟି ଚଳାଇଛନ୍ତି। ବିରୋଧୀ ଏକତା ବୈଠକ ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ପାଇଁ ଅଣାଯାଇଥିବା ଅଧ୍ୟାଦେଶ ପ୍ରସଙ୍ଗରେ ସବୁ ବିରୋଧୀଙ୍କୁ ଚିଠି ଲେଖିଛନ୍ତି…

ବିରୋଧୀଙ୍କ ୨୪ ଫର୍ମୁଲା, ପ୍ରତ୍ୟେକ ବିଜେପି ପ୍ରାର୍ଥୀ ବିରୋଧରେ ଜଣେ ବିରୋଧୀ ପ୍ରାର୍ଥୀ !

ଭୁବନେଶ୍ୱର: ଆଉ ଦୁଇ ଦିନ ପରେ ବିହାରର ପାଟନାରେ ଏକାଠି ହେବେ ବିରୋଧୀ। ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିରୋଧୀଙ୍କ ପାଇଁ ଏକ ବଡ଼ ଦିନ ବୋଲି ବିଚାର କରାଯାଉଛି। ବିଜେପିକୁ ସତ୍ତାରୁ ବାହାର କରିବା ପାଇଁ ବିରୋଧୀ ପାଟନା ବୈଠକରେ ରଣନୀତି ପ୍ରସ୍ତୁତ କରିବେ। ବିହାର ମୁଖ୍ୟମନ୍ତ୍ରୀ ନୀତିଶ…

ବିରୋଧୀଙ୍କ ଠାରୁ ଦୁରେଇଲେ କେସିଆର, ମୋଦିଙ୍କ ସହ ବନ୍ଧୁ ବାନ୍ଧିଲେ!

ଭୁବନେଶ୍ୱର: ବଦଳୁଛି ବିରୋଧୀଙ୍କ ଏକତାର ସମୀକରଣ। ପାଟନାରେ ବିରୋଧୀ ଏକାଠି ହେବା ଦିନ ପାଖେଇ ଆସୁଥିବା ବେଳେ ଏବେ ପ୍ରମୁଖ ବିରୋଧୀଙ୍କ ଆଭିମୁଖ୍ୟକୁ ନେଇ ପ୍ରଶ୍ନ ଉଠିଛି। ଆସନ୍ତା ୨୩ ତାରିଖରେ ବିରୋଧୀ ଏକ ହେବା ସହ ଆଗାମୀ ଦିନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ବଡ଼ ପ୍ରସ୍ତୁତି…

ଆରମ୍ଭରୁ ଚାଳ ବାଜିଲାଣି, ସ୍ଥଗିତ ରହିଲା ବିରୋଧୀଙ୍କ ପାଟନା ବୈଠକ !

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପାଟନାରେ ହେବାକୁ ଥିବା ବିରୋଧୀ ଦଳ ଗୁଡ଼ିକର ବୈଠକକୁ ଘୁଞ୍ଚାଇ ଦିଆଯାଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସାରା ଦେଶର ବିଭିନ୍ନ ରାଜ୍ୟ ବୁଲି ବିରୋଧୀଙ୍କୁ ଏକାଠି କରିବା ଉଦ୍ୟମକୁ ଜୋରଦାର କରିଛନ୍ତି। ଏପରିକି ଚଳିତ ମାସ ୧୨ ତାରିଖରେ ପାଟନାରେ…