Latest Odisha News

BREAKING NEWS

Browsing Tag

Orange Alert

ଆଗାମୀ ୩ ଘଣ୍ଟା ଯାଏଁ ଏସବୁ ଜିଲ୍ଲାରେ ବର୍ଷିବ, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ସୋନପୁର, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର,…

ପ୍ରବଳ ବର୍ଷାରେ ଭାସୁଛି ଭୁବନେଶ୍ୱର, ରାତି ୮ଟା ଯାଏ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ୱର । ମଧ୍ୟାହ୍ନରୁ ଆରମ୍ଭ ହୋଇଥିବା ବର୍ଷାରେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ପାଣି ପସିଛି । ରାଜଧାନୀର ରାଜରାସ୍ତାରେ ଲହଢ଼ି ଭାଙ୍ଗୁଛି ବର୍ଷା ପାଣି । ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ଅନେକ ଘରେ ପସିଛି ବର୍ଷା ପାଣି…

୧୨ ଘଣ୍ଟାରେ ଅବପାତ, ୩ ଦିନ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘନୀଭୂତ ହେଉଛି ଲଘୁଚାପ । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଢ଼ିବ ବର୍ଷାର ପରିମାଣ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ ସକ୍ରିୟ ରହିବା ସହ ଏହା ଆଗାମୀ ୧୨ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ ।…

୨୦ରୁ କମିବ ତାତି, ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଟପିଲା ସମ୍ବଲପୁର

ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍, ଗରମ ଓ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଉ ୩ ଦିନ ପରେ ପାରଦ ୩ରୁ ୫ ଡିଗ୍ରୀ ହ୍ରାସ ପାଇବା ସହ ତାତି କମିବ । ୩ ଦିନ ଯାଏ କେତେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୭ ଡିଗ୍ରୀ ଯାଏ ଅଧିକ ରହିବା ସହ…

ଆଉ ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, ମୌସୁମୀ ଅଗ୍ରସର ପାଇଁ ଅନୁକୂଳ ହେଉଛି ପାଗ…

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ଅନୁକୂଳ ହେବ ପାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୮ରୁ ୨୧ ଜୁନ ମଧ୍ୟରେ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଭାରତର ରାଜ୍ୟ ଗୁଡିକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।…

କାଳବୈଶାଖୀ ଓ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି…

କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ…