Latest Odisha News

BREAKING NEWS

Browsing Tag

Orange warning

୩ ଦିନ ଉପକୂଳ ଓ ୫ ଦିନ ଯାଏ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଜଳୁଛି ଓଡ଼ିଶା, ଅସ୍ତବ୍ୟସ୍ତ ଜନଜୀବନ । ମୌସୁମୀ ଆଗମନ ବିଳମ୍ବ ହୋଇଥିବା ବେଳେ ସାରା ରାଜ୍ୟ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ,  ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ…

୧୩ ତାରିଖ ଯାଏ ହିଟୱେଭ୍ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି । ସନ୍ତୁଳି ହେଉଛି ଓଡ଼ିଶା । ଏଭଳି ସ୍ଥିତି ଆଉ ୩ ଦିନ ଲାଗି ରହିବ । ୩ ଦିନ ପରେ ତାପମାତ୍ରା ସାମାନ୍ୟ ଖସିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଯାଏ ଅଧିକ ରହିବ । ଆଜି ହିଟୱେଭ୍…

ଆଗାମୀ ୩ ଘଣ୍ଟା ମଧ୍ୟରେ ଟ୍ୱିନ୍ ସିଟିରେ ଛେଚିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଟ୍ୱିନ୍ ସିଟିକୁ ଅରେଞ୍ଜ ୱାର୍ଣ୍ଣିଂ । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଭୁବନେଶ୍ୱର ଓ କଟକ ସହରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । https://twitter.com/usd0705/status/1639922661089484800 ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

କାଳବୈଶାଖୀ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୩ ଜିଲ୍ଲାରେ ଛେଚିବ କୁଆପଥର

ଭୁବନେଶ୍ୱର: ରାଜ୍ଯରେ ଆଉ ୩ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ ଯାଏ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ…

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିଛି । ପଶ୍ଚିମ ଓଡ଼ିଶାର ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଆଜି ପାଇଁ…

୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର : ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଦୁର୍ବଳ ହୋଇଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ବାୟୁ ପ୍ରବାହ ଯୋଗୁଁ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଉି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି…