Latest Odisha News
Browsing Tag

Ordinance

ଅଧ୍ୟାଦେଶ ବିରୋଧରେ କେଜ୍ରିୱାଲଙ୍କ ସହ ସ୍ୱର ମିଳାଇଲେ କେସିଆର୍

ହାଇଦ୍ରାବାଦ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୋଧରେ କେଜ୍ରିୱାଲ୍ ସମର୍ଥନ ଜୁଟାଇବାରେ ଲାଗିଛନ୍ତି । ମହାରାଷ୍ଟ୍ର ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ତେଲଙ୍ଗାନା ଯାଇ ହାଇଦ୍ରାବାଦରେ କେସିଆରଙ୍କୁ ଭେଟିଛନ୍ତି । କେସିଆର୍ ଓ…

କେନ୍ଦ୍ର-ଦିଲ୍ଲୀ କଳି, କେଜ୍ରିୱାଲଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ

ନୂଆଦିଲ୍ଲୀ: ଦିଲ୍ଲୀରେ ଅଧିକାରୀଙ୍କୁ ନିଯୁକ୍ତି, ବଦଳି ନେଇ କେନ୍ଦ୍ରର ଅଧ୍ୟାଦେଶକୁ ନେଇ ରାଜନୈତିକ ଉଷ୍ମତା ଭିତରେ ଆପକୁ ସମର୍ଥନ ଜଣାଇଛି କଂଗ୍ରେସ । ବରିଷ୍ଠ କଂଗ୍ରେସ ନେତା ଆନନ୍ଦ ଶର୍ମା ସୋମବାର କହିଛନ୍ତି, ଦିଲ୍ଲୀ ସରକାର ଅଧିକାରୀଙ୍କୁ ନେଇ ସୁପ୍ରିକୋର୍ଟ ଦେଇଥିବା ରାୟ ସହ ଆମେ ଅଛୁ ।…

ଅଧ୍ୟାଦେଶ ଅଡ଼ୁଆ, ବିଜେପି ବିରୋଧୀଙ୍କୁ ଭେଟି ସମର୍ଥନ ଲୋଡ଼ିବେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରକୃତ ବସ୍ ଦିଲ୍ଲୀ ସରକାର ବୋଲି ସୁପ୍ରିମକୋର୍ଟଙ୍କ ରାୟର ୮ ଦିନ ପରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ପୁଣି ଉପରାଜ୍ୟପାଳଙ୍କୁ ସବୁ କ୍ଷମତା ଦେଇଛି । ଯାହାକି ସମ୍ବିଧାନ ବିରୋଧୀ ବୋଲି ଆମ୍ ଆଦମୀ ପାର୍ଟି କହିବା ସହ ବିରୋଧୀଙ୍କୁ ଏ ପ୍ରସଙ୍ଗରେ ଏକାଠି ହେବାକୁ…

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ କ୍ୟାବିନେଟ ମୋହର

ଭୁବନେଶ୍ୱର :ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାର ବସିଥିବା ରାଜ୍ୟ କ୍ୟାବିନେଟ୍ ଏହି ଅଧ୍ୟାଦେଶକୁ ଅନୁମୋଦନ କରିଛି । ପୁରୀ ଜଗନ୍ନାଥ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିରର ପରିଚାଳନା…