Latest Odisha News
Browsing Tag

Orissa High Court

ହାଇକୋର୍ଟଙ୍କ ରହିବନି ହସ୍ତକ୍ଷେପ, ପରମ୍ପରା ଅନୁଯାୟୀ ରହିବ ମୂର୍ତ୍ତି ଉଚ୍ଚତା

ପୁରୀ: ହସ୍ତକ୍ଷେପ କରିବେନି ହାଇକୋର୍ଟ । ପୁରୀ ଗୋଷାଣୀ ଯାତ୍ରାରେ ପରମ୍ପରା ଅନୁଯାୟୀ ରହିବ ଦୁର୍ଗା ମୂର୍ତ୍ତି ଉଚ୍ଚତା । ଶ୍ରୀଜଗନ୍ନାଥ ମନ୍ଦିର ପରମ୍ପରା ସହିତ ଜଡ଼ିତ ଦୁର୍ଗାମୂର୍ତ୍ତି ଉଚ୍ଚତା ପ୍ରସଙ୍ଗରେ କୌଣସି ହସ୍ତକ୍ଷେପ କରିବେ ନାହିଁ ହାଇକୋର୍ଟ। ସାତସାହି ପୂଜା କମିଟି ପକ୍ଷରୁ ଆଗତ…

ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ବାର୍ କାଉନ୍‌ସିଲ୍‌ଙ୍କୁ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୱାନ୍ ବାର୍ ୱାନ୍ ଇଲେକସନ୍ କରାଯାଉ ବୋଲି କୋର୍ଟ କହିଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ…

କାଲିଠୁ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ: ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ । ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ ହାଇକୋର୍ଟ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦେଶ ଦେଇଛନ୍ତି । ନିର୍ଦେଶ ଅନୁସାରେ ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । କିଛି ବିଭାଗରେ କରୋନା ସଂକ୍ରମିତଙ୍କ…

ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର

ଭୁବନେଶ୍ୱର: ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ରାଜ୍ୟ ସରକାର । ନିଲମ୍ବନ ପ୍ରତ୍ୟାହାର କରିବା ସହ ତାଙ୍କୁ ପୁନଃସ୍ଥାପନ କରାଯାଇଛି । ବିଜୟ କେତନ ଉପାଧ୍ୟୟଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭେନ୍ୟୁର ସେକ୍ରେଟାରୀ ଭାବେ ନୂଆ ଦାୟିତ୍ୱ…