Latest Odisha News

BREAKING NEWS

Browsing Tag

orissa highcourt

ନୟାଗଡ଼ ଜିଲ୍ଲାପାଳଙ୍କ ନାଁରେ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗିବା ଅଭିଯୋଗ ! ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ

ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ନାଁରେ ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ । ଜଣେ ଖଣି ଲିଜଧାରୀଙ୍କ ଠାରୁ ଜିଲ୍ଲାପାଳ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାନ୍ଦପୁର ଥାନା ପୋଲିସ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ କରି…

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ମାମଲା, ମୋକଦ୍ଦମାକୁ ଖାରଜ କଲେ ହାଇକୋର୍ଟ

କଟକ : ବାଲେଶ୍ୱର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି । ମିଥ୍ୟା ସତ୍ୟପାଠ ଅଭିଯୋଗ ନେଇ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ପାଇଁ, ଆବେଦନକାରୀ ଯଦୁନାଥ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ହତ୍ୟାର କୌଣସି ପ୍ରମାଣ ନାହିଁ

ଭୁବନେଶ୍ୱର:  ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା । ହାଇକୋର୍ଟରେ ଜବାବ ଦାଖଲ କଲା କ୍ରାଇମବ୍ରାଞ୍ଚ। ଆଦିତ୍ୟଙ୍କ ଅଦ୍ୟାବଧି ହତ୍ୟା ନେଇ କୌଣସି ପ୍ରମାଣ ମିଳି ନଥିବା କ୍ରାଇମବ୍ରାଞ୍ଚ ସତ୍ୟପାଠରେ ଉଲ୍ଲେଖ କରିଛି । କିନ୍ତୁ ତଦନ୍ତକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ଥିବାରୁ କୋର୍ଟରେ…

ବିରକ୍ତ ହେଲେ ହାଇକୋର୍ଟ, ଡିଜିପିଙ୍କୁ ହାଜର ହେବାକୁ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ବିରକ୍ତି ପ୍ରକାଶ କଲେ ହାଇକୋର୍ଟ ।ମାମଲାର ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ହାଇକୋର୍ଟ ବିରକ୍ତି ପ୍ରକାଶ କରିଛନ୍ତି । ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ…