ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ
ଭୁବନେଶ୍ବର : ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ଭାରତ ସରକାର ନିଯୁକ୍ତ କରିଛନ୍ତି । ଏନେଇ ସୂଚନା ଦେଇଛି ବିଦେଶ…