Latest Odisha News
Browsing Tag

OTET

ସରିଲା ଓଟିଇଟି ୨୦୨୨, ଡିଜିଟାଲ୍ ଲକର୍‌ରେ ଓଏମ୍‌ଆର୍‌ ସିଟ୍

ଭୁବନେଶ୍ୱର: ସରିଲା ଓଟିଇଟିଟି ୨୦୨୨ର ପରୀକ୍ଷା। ଶନିବାର ଶେଷ ହୋଇଛି ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ୨୦୨୨ର ଦୁଇଟି ପେପର୍ ପରୀକ୍ଷା। ଓଟିଇଟି- ୧ ଏବଂ ଓଟିଇଟି-୨ ପରୀକ୍ଷା ଗୋଟିଏ ଦିନରେ ଦୁଇଟି ସିଟିଂରେ ହୋଇଥିଲା। ଚଳିତଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀମାନେ ମଧ୍ୟ…

ଓଟିଇଟି ପରୀକ୍ଷାରେ ପେପର୍ ଓ ସେଣ୍ଟର ଦ୍ୱନ୍ଦ୍ୱ, ପ୍ରତିକ୍ରିୟା ରଖିଲେ ବୋର୍ଡ ସଭାପତି

କଟକ: ଜୁଲାଇ ୧ ତାରିଖରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଅନୁଷ୍ଠିତ ହେବ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ଲାଗି ଆଡମିଟ୍ କାର୍ଡ ବୋର୍ଡ ୱେବସାଇଟ୍ http://bseodisha.ac.in/ ରେ ଉପଲବ୍ଧ ହୋଇଛି । ତେବେ କିଛି ପରୀକ୍ଷାର୍ଥୀ ଅଭିଯୋଗ…

ଥରେ ଓଟିଇଟି ପାସ୍ କଲେ ଜୀବନବ୍ୟାପି ବୈଧ

ଭୁବନେଶ୍ୱର: ଶିକ୍ଷକ ଆଶାୟୀଙ୍କୁ ଆଶ୍ୱସ୍ତି । ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (OTET) ପାସ୍ ସାର୍ଟିଫିକେଟର ବୈଧତା ବୃଦ୍ଧି କରିଛନ୍ତି । ପୂର୍ବରୁ ଓଟିଇଟି ପାସ୍ ସାର୍ଟିଫିକେଟର ବୈଧତା ୭ ବର୍ଷ ରହିଥିବା ବେଳେ ଏବେ ଜୀବନବ୍ୟାପି ବୈଧ ରହିବ । ମୁଖ୍ୟମନ୍ତ୍ରୀଙ୍କ…

OTET-2021: ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ୧.୨୫ ଲକ୍ଷ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣ ମଧ୍ୟରେ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) -୨୦୨୧ ରାଜ୍ୟର ୪୯୧ କେନ୍ଦ୍ରରେ ଅଫଲାଇନ ମୋଡରେ ଅନୁଷ୍ଠିତ ହୋଇଛି। ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ବିଏସ୍ଇ) ଦ୍ୱାରା ଆୟୋଜିତ ଏହି ପରୀକ୍ଷାରେ ମୋଟ ୧,୨୫,୮୮୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।…

ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ମିଳୁଛି ଆଡମିଟ୍ କାର୍ଡ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଏପ୍ରିଲ୍ ୯ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପାଇଁ ଗୁରୁବାର ଦିନ ଅଫିସିଆଲ୍ ପୋର୍ଟାଲରେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ପଞ୍ଜୀକରଣ ନମ୍ବର ଏବଂ ଇ-ମେଲ୍ ଆଇଡିରେ ଲଗ୍ ଇନ୍ କରିବା…