ଆମ ଶିଳାଲେଖର ଭାଷା (୨)
ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ
ଆମ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାରେ ଏହି ତିନୋଟି ଶିଳାଲେଖ ପ୍ରମାଣିକ ନମୁନା । ଆମ ଲିପିର ପ୍ରାଚୀନତା ଏସବୁରେ ଖୋଦିତ । ପ୍ରାଚୀନତାର ପ୍ରମାଣ ପ୍ରଦର୍ଶନ କରୁଥିବା ଅଶୋକଙ୍କ ଧଉଳି-ଜଉଗଡ଼ ଶିଳାଲେଖରେ ଆଖି, ଇସା, କଳେ, କିଟ,…