ଦ୍ୱିତୀୟ ତରଙ୍ଗ ସମୟରେ ଅମ୍ଳଜାନ ଅଭାବ ଯୋଗୁ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କଲା କେନ୍ଦ୍ର
ନୂଆଦିଲ୍ଲୀ: କୋଭିଡ-୧୯ ଦ୍ୱିତୀୟ ତରଙ୍ଗ ସମୟରେ ଅମ୍ଳଜାନ ଅଭାବରୁ ମୃତ୍ୟୁ ଘଟିଛି। ଏ ନେଇ କେନ୍ଦ୍ର ମଙ୍ଗଳବାର ସଂସଦକୁ ସୂଚନା ଦେଇଛି ଯେ ଆନ୍ଧ୍ରପ୍ରଦେଶରେ ଅମ୍ଳଜାନ ସଙ୍କଟରେ କିଛି କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।
ମନ୍ତ୍ରଣାଳୟ ସଂସଦରେ କହିଛି ଯେ ଭେଣ୍ଟିଲେଟର ଥିବା କିଛି କରୋନା…