Latest Odisha News

BREAKING NEWS

Browsing Tag

Padampur Byelection

ବୋହୂ ବିଜେଡି ପ୍ରାର୍ଥୀ ହେବେ ବୋଲି ଶେଷ ପର୍ଯ୍ୟନ୍ତ ଜାଣି ନ ଥିଲି -ରମା ବଳିୟାରସିଂ

ଭୁବନେଶ୍ୱର:ଦଳରେ ନିଶ୍ଚିତ ଭାବେ କିଛି ତ୍ରୁଟି ଥିଲା । ସେହି ତ୍ରୁଟି ହିଁ ଥିଲା ପରାଜୟର କାରଣ । ସେଥିପାଇଁ ବିଜେପି ପଦ୍ମପୁରରେ ଏତେ ଅଧିକ ଭୋଟରେ ହାରିଲା ବୋଲି ସ୍ୱୀକାର କରିଛନ୍ତି ବିଜେପି ନେତା ତଥା ବିଜୟୀ ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ଶ୍ୱଶୁର ରମାରଞ୍ଜନ ବଳିୟାର ସିଂ ।…

ପ୍ରଦୀପଙ୍କୁ ବହୁ ପଛରେ ପକାଇଲେ ବର୍ଷା ସିଂ ବରିହା

ପଦ୍ମପୁର: ଶେଷରେ ବାଜି ମାରିଲେ ବର୍ଷା । ଓଡିଶାର ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ସପକ୍ଷରେ ଯାଉଛି ଭୋଟ୍ । ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ବିଜୟୀ । ପ୍ରାୟ ୪୨ ହଜାର ୬୫ ଭୋଟ୍ ବ୍ୟବଧାନରେ ଜିତିଲେ ବର୍ଷା । ବିଜେପି…

ପଦ୍ମପୁର ଉପନିର୍ବାଚନ: ଆଗେଇ ଚାଲିଛି ବିଜେଡି

ପଦ୍ମପୁର: ପଦ୍ମପୁର ଉପନିର୍ବାଚନରେ ବିଜେଡି ଟ୍ରେଣ୍ଡ ଜାରି ରଖିଛି । ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୪୪୫ ଭୋଟରେ ଆଗୁଆ ରହିଛି । ବିଜେପି ୩୨୧୪୩, ବିଜେଡି ୪୮୫୮୮, କଂଗ୍ରେସ ୧୭୯୬ ଖଣ୍ଡ ଭୋଟରେ ଆଗୁଆ ଆଛନ୍ତି । ୮ମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୧୫,୫୪୧ ଭୋଟରେ ଆଗୁଆ…

ପଦ୍ମପୁର ଉପନିର୍ବାଚନ: ସକାଳ ୮ଟାରେ ଭାେଟ ଗଣତି

ଭୁବନେଶ୍ୱର: କିଏ ପିନ୍ଧିବ ପଦ୍ମପୁର ମୁକୁଟ ? କାଲି ସାମ୍ନାକୁ ଆସିବ ଖବର । ଇଭିଏମ ମେସିନ ଖୋଲିବ ୧୧ ପ୍ରାର୍ଥୀଙ୍କ ଭାଗ୍ୟ । ଆାସନ୍ତାକଲି ହେବ ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି । କେମିତି ହେବ ଗଣତି, କଣ ହୋଇଛି ବ୍ୟବସ୍ଥା ସେ ନେଇ ସୂଚନା ଦେଇଛନ୍ତି  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ଟିଭି ସାମ୍ୱାଦିକଙ୍କ ନାଁରେ ଟଙ୍କା ବଣ୍ଟା ଅଭିଯୋଗ, ସିଇଓଙ୍କୁ ଫେରାଦ୍ ହେଲା ବିଜେଡି

ପଦ୍ମପୁର: ଟିଭି ସାମ୍ୱାଦିକଙ୍କ ନାଁରେ ଟଙ୍କା ବଣ୍ଟା ଅଭିଯୋଗ । ଏପରି ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ୍ ହୋଇଛି ବିଜେଡି । ପାଇକମାଳ ବ୍ଲକର ବିଜାଡିହି ଗାଁରେ ଜନୈକ ସାମ୍ୱାଦିକ ତଥା ବିଜେପି ସମର୍ଥକ ଜଣେ ବ୍ୟକ୍ତିଙ୍କୁ ପ୍ରଦୀପ ପୁରୋହିତଙ୍କ ପାଇଁ ଟଙ୍କା ଦେଇ ଭିଡିଓ କରୁଥିଲେ ଓ ବ୍ୟକ୍ତି ଜଣକୁ…

ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ: ସିଇଓ

ଭୁବନେଶ୍ୱର : ପଦ୍ମପୁର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି । ଭୋଟିଂରେ ସହାୟତା ପାଇଁ ଭଲେଣ୍ଟିଅରଙ୍କୁ ପ୍ରସ୍ତୁତ କରାଯାଇଛି । ପୋଲିଂ ପାର୍ଟିଙ୍କ…

ଭୋଟ୍ ଦେଉଛି ପଦ୍ମପୁର, ସକାଳ ୭ଟାରୁ ମତଦାନ ଆରମ୍ଭ

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗ୍ରହଣ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ସମସ୍ତ ବୁଥ ମାନଙ୍କରେ ସକାଳ ୬ ଟାରୁ ମକ୍ ପୋଲ୍ ହୋଇଥିଲା । ଅପରାହ୍ନ ୪ଟା ଯାଏଁ ଭୋଟ୍ ଗ୍ରହଣ ହେବ । ବର୍ଷା ସିଂ ବରିହା ଏକ ନମ୍ବର ୱାର୍ଡ ର ବୁଥ ନମ୍ବର ୧୩ ରେ ମତଦାନ କରିଛନ୍ତି  । ମୋଟ…

ଆସନ୍ତାକାଲି ପଦ୍ମପୁର ଫାଇଟ୍ : ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ବୁଥମୁହାଁ ହୋଇଛନ୍ତି ପୋଲିଂ ପାର୍ଟି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଏନେଇ ପ୍ରେସମିଟ୍ କରିଛନ୍ତି । ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ମତଦାନ ଚାଲିବ। ମୋଟ ୩୧୯ଟି ବୁଥରେ ଭୋଟ୍ ହେବ । ୭୪ଟି ମାଓପ୍ରବଣ…

୫ରେ ପଦ୍ମପୁର ଭୋଟ୍, ବୁଥକୁ ପହଞ୍ଚୁଛି ଇଭିଏମ୍

ପଦ୍ମପୁର : ପଦ୍ମପୁର ପୋଲିଂ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ୫ ତାରିଖରେ ପଡିବ ପଦ୍ମପୁର ଭୋଟ୍  । ସକାଳ ୭ଟାରୁ ୪ଟା ଯାଏଁ ଭୋଟିଂ ହେବ । ଆଜି ଡେସପାଚ୍ ହେବ ଇଭିଏମ୍ ବା ଭିଭିପାଟ୍ । ପୋଲିଂ ପାର୍ଟି ବି ବୁଥ୍ ଅଭିମୁଖେ ଯିବେ । ୩୧୯ ବୁଥରେ ମୋଟ ୨,୫୭,୪୭୪ ଭୋଟର କରିବେ ମତଦାନ…

ପଦ୍ମପୁର ଉପନିର୍ବାଚନ: ଷ୍ଟାର କ୍ୟାମ୍ପେନରଙ୍କ ତାଲିକା ଜାରି କଲେ ବିଜେଡି ଓ ବିଜେପି

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ଜାରି କଲେ ବିଜେଡି ଓ ବିଜେପି । ଶାସକ ଦଳ ବିଜେଡି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ ଭଳି ବରିଷ୍ଠ ନେତାଙ୍କୁ ନେଇ ୪୦ ଜଣିଆ ପ୍ରଚାରକ ତାଲିକା ପ୍ରସ୍ତୁତ କରିଛି । ସେହିପରି…