Latest Odisha News

BREAKING NEWS

Browsing Tag

Paddy Cultivation

ଶ୍ୟାମଳ କ୍ଷେତରେ ସୁବର୍ଣ୍ଣର ହସ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଫାଲଗୁନର ଫଲ୍‌ଗୁରେ କ୍ଷେତକୁ କର୍ଷଣରେ କର୍ଷିତ କରେ କୃଷକ । ହଳକର୍ଷିତ ଭୂମିରେ ଦେଖାଦିଏ ବର୍ଷିତ ଜଳର ସମାହାର । ମାଟିରେ ଆସେ ବାସ୍ନା । କୃଷକର ମନରେ ଆନନ୍ଦର ଉନ୍ମେଷ । ବିପିତ ବିହନ ସବୁ ଗଜା ମେଲେ, ଆଉ କୃଷକ…

ଧାନ ଫସଲର କୀଟ ପରିଚାଳନା

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) କୃଷି ଓଡ଼ିଶାର ଅର୍ଥନୀତିର ମାପକାଠି ରୂପେ ବିବେଚନା କରାଯାଉଥିବା ବେଳେ ଏହାର ଜଳବାୟୁ ଅନୁସାରେ ଅଧିକାଂଶ ଲୋକ ଧାନ ଚାଷ ଉପରେ ନିର୍ଭରଶୀଳ । ଡ଼ିଶାର ୭୦ ଭାଗ ଲୋକ ମୁଖ୍ୟତଃ ଚାଷବାସ ଉପରେ ନିର୍ଭର କରନ୍ତି । ଓଡ଼ିଶାର…

ଆର.ଏନ.ଆର୍ – ୧୫୦୪୮ କିସମ ଧାନ ଚାଷ

ମାଟି ଆଉ ମଣିଷର ସର୍ମ୍ପକ ସତରେ ବେଶ ନିଆରା । ସେଇ ମାଟି ଉପରେ ଶ୍ୟାମଳ ଜମିରୁ ସୁବର୍ଣ୍ଣ ଫଳେଇପାରେ ଚାଷୀ । ସେଇଥିପାଇଁ ତ ସେ ଜାତିର ଅନ୍ନଦାତା । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଭାବେ ଜଣାଶୁଣା । ଧାନ ହିଁ ଆମର ମୁଖ୍ୟ ଫସଲ ଅଟେ । ଓଡ଼ିଶାରେ ସାଧାରଣତଃ ଖରିଫ ରତୁରେ ଧାନ ଚାଷ କରାଯାଉଥିଲେ…