ଘୋଷଣା ହେଲା ସମ୍ମାଜନକ ପଦ୍ମ ପୁରସ୍କାର, ୬ ଜଣଙ୍କୁ ପଦ୍ମ ବିଭୂଷଣ
ନୂଆଦିଲ୍ଲୀ: ୨୦୨୩ ବର୍ଷ ଲାଗି ସମ୍ମାଜନକ ପଦ୍ମ ପୁରସ୍କାର ଘୋଷଣା ହୋଇଛି । ୬ ଜଣ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବେଳେ ୯ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ ।
ସ୍ଥାପତ୍ୟ କଳା ପାଇଁ ଗୁଜରାଟର ବାଲକ୍ରୀଷ୍ଣ ଦୋଷୀ, କଳାରେ ମହାରାଷ୍ଟ୍ରର ଜାକିର…