Latest Odisha News
Browsing Tag

padma besha

ଦୁର୍ଲଭ ପଦ୍ମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ରତ୍ନ ସିଂହାସନରେ ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । କୋଭିଡ୍ କଟକଣାରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଗତବର୍ଷ କରୋନା ପାଇଁ ମହାପ୍ରଭୁଙ୍କୁ ଏହି ବେଶ ଦର୍ଶନ କରିବାରୁ ବଞ୍ଚିତ ହୋଇଥିଲେ ଭକ୍ତ ।…

[ଭିଡ଼ିଓ] ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମ ବେଶ

ପୁରୀ: ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ  ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିର ପାରମ୍ପରିକ ସେବାୟତମାନେ ନିଷ୍ଠାର ସହ ଏହି ବେଶ ଶେଷ କରିଛନ୍ତି । କିମ୍ବଦନ୍ତୀ ଅନୁଯାୟୀ ସନ୍ଥ ମନୋହର…

ଆସନ୍ତା ଶନିବାର ମହାପ୍ରଭୁଙ୍କ ପଦ୍ମବେଶ

ପୁରୀ : ଆସନ୍ତା ଶନିବାର ମହାପ୍ରଭୁଙ୍କ ଚିତ୍ତାକର୍ଷକ ପଦ୍ମବେଶ। ଏଥିପାଇଁ ଶ୍ରୀମନ୍ଦିର ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ମହାପ୍ରଭୁ ବଡ଼ସିଂହାର ବେଶରେ ପଦ୍ମବେଶରେ ମଇଲମ ହୋଇଥାନ୍ତି । ବର୍ଷକରେ ଗୋଟିଏ ଦିନ ମହାପ୍ରଭୁଙ୍କର ଏହି ବେଶ ହୋଇଥାନ୍ତି । ଆଉ ରାତି ତମାମ ବେଶରେ ରହିଥାନ୍ତି…