Latest Odisha News
Browsing Tag

padma bhusan award

ଗୁଗୁଲ CEO ସୁନ୍ଦର ପିଚାଇଙ୍କୁ ପଦ୍ମ ଭୂଷଣ ସମ୍ମାନ

ନୂଆଦିଲ୍ଲୀ: ଗୁଗୁଲର CEO ସୁନ୍ଦର ପିଚାଇଙ୍କୁ ପଦ୍ମ ଭୂଷଣ । ଭାରତର ସବୁଠାରୁ ବଡ ତୃତୀୟ ନାଗରିକ ସମ୍ମାନ  ପଦ୍ମ ଭୂଷଣରେ ସମ୍ମାନିତ ହୋଇଛନ୍ତି  ସୁନ୍ଦର ପିଚାଇ  । ଆମେରିକୀ ନାଗରିକ ତଥା ତାମିଲନାଡୁ ମଦୁରାଇରେ ଜନ୍ମିତ ସୁନ୍ଦର ପିଚାଇଙ୍କୁ  ବ୍ୟାବସାୟିକ ଏବଂ ଉଦ୍ୟୋଗିକ କ୍ଷେତ୍ରର ସଫଳତା…

ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଗାୟିକା କେ.ଏସ୍‌ ଚିତ୍ରା

ନୂଆଦିଲ୍ଲୀ: ପ୍ରସିଦ୍ଧ ଗାୟିକା କେ.ଏସ୍ ଚିତ୍ରାଙ୍କୁ ଗଣତନ୍ତ୍ର ଦିବସ ଅବସରରେ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି। ଯିଏ ଚାରି ଦଶନ୍ଧି ଧରି ଲକ୍ଷ ଲକ୍ଷ ସଙ୍ଗୀତପ୍ରେମୀଙ୍କୁ ୧୮ ଟି ଭାଷାରେ ୨୫,୦୦୦ ଗୀତ ଗାଇଛନ୍ତି। ସେ ଏହି ସମ୍ମାନକୁ ତାଙ୍କ ଗୁରୁ, ପିତାମାତା ଏବଂ…