ବନସ୍ତେ ଡାକିଲା ଗଜ…
ରଜ l ଓଡିଶାର ଗଣପର୍ବ l ରଜର ମଉଜ ବେଶ୍ ନିଆରା l ରଜ ତିନିଦିନରେ ଘରେ ଘରେ ଖାଦ୍ୟପେୟର ଆସର ଜମେ l ଗଡ଼ିଆ, ପୋଖରୀରୁ ମାଛ ଧରାଯାଏ l ପହିଲି ରଜ, ରଜ ଏବଂ ରଜ ପରଦିନ, ଏ ତିନିଦିନ ପାଇଁ ଘରେ ଘରେ ମଣ୍ଡା, ଆରିସା, ପୋଡ଼ପିଠା, ଇତ୍ୟାଦି ପ୍ରସ୍ତୁତ ହୋଇ ରଖାଯାଏ l ବିବାହିତା ଝିଅ ,ବୋହୁଙ୍କ…