Latest Odisha News

BREAKING NEWS

Browsing Tag

Pahili Raja

ବନସ୍ତେ ଡାକିଲା ଗଜ…

ରଜ l ଓଡିଶାର ଗଣପର୍ବ l ରଜର ମଉଜ ବେଶ୍ ନିଆରା l ରଜ ତିନିଦିନରେ ଘରେ ଘରେ ଖାଦ୍ୟପେୟର ଆସର ଜମେ l  ଗଡ଼ିଆ, ପୋଖରୀରୁ ମାଛ ଧରାଯାଏ l ପହିଲି ରଜ, ରଜ ଏବଂ ରଜ ପରଦିନ, ଏ ତିନିଦିନ ପାଇଁ ଘରେ ଘରେ ମଣ୍ଡା, ଆରିସା, ପୋଡ଼ପିଠା, ଇତ୍ୟାଦି ପ୍ରସ୍ତୁତ ହୋଇ ରଖାଯାଏ l ବିବାହିତା ଝିଅ ,ବୋହୁଙ୍କ…

ଆସୁଛି ରଜ ହୋଇ ସଜବାଜ…

ଆସୁଛି ରଜ ହୋଇ ସଜବାଜ... ସୁଶାନ୍ତ କୁମାର ନନ୍ଦ ମେଘ ରାଇଜରୁ ବରଷା ଆସିବ ଡାକ ଆଜି ଦେଖ ଦେଲାଣି ଗିରିଷିମ ଏବେ ବାହୁଡ଼ିବ ବୋଲି ସଜବାଜ ପରା ହେଲାଣି । ଏତିକି ବେଳକୁ ଓଡ଼ିଆ ଘରକୁ ଆସିଗଲା ଦେଖ କିଏରେ, ଘରେ ଘରେ ବାସେ କେତେ ପିଠା ପଣା ବଡ଼ ପରବଟେ ସିଏରେ । ଗାଁ ଆମ୍ବ ତୋଟା…