ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ୪୫ ବର୍ଷର ସୃଜନୀକୁ ନେଇ ଦିଲ୍ଲୀରେ ଏକକ ଚିତ୍ର କଳା ପ୍ରଦର୍ଶନୀ
ନୂଆଦିଲ୍ଲୀ: ସୁନାମଧନ୍ୟ ଚିତ୍ର ଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁଙ୍କର ଏକକ ଚିତ୍ର କଳା ପ୍ରଦର୍ଶନୀ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ୍ ସେଣ୍ଟରର ଭିଜୁଆଲ ଆର୍ଟ ଗ୍ୟାଲେରୀଠାରେ ଉଦଘାଟିତ ହୋଇଯାଇଛି । ଶ୍ରୀ ସାହୁଙ୍କର ଦୀର୍ଘ ୪୫ ବର୍ଷର କଳାକୃତି ଓ ସୃଜନଶୀଳ ଉପଲବ୍ଧିକୁ ଏଠାରେ ପ୍ରଦର୍ଶନ…