ଜହ୍ଲାଦ ସାଜିଲା ସ୍ବାମୀ : ୬ ପିଲାଙ୍କ ଆଗରେ ମାଆକୁ କଡେଇରେ ସିଝାଇଲା ବାପା
ବ୍ୟୁରୋ : ଆପଣମାନଙ୍କର ଦିଲ୍ଲୀର ଶ୍ରଦ୍ଧା ଓ୍ବାକର ହତ୍ୟା ଘଟଣା ମନେଥିବ । କାରଣ ଆପଣଙ୍କ ଜୀବନରେ ଏମିତି ଲୋମହର୍ଷଣକାରୀ ହତ୍ୟା କେବେ ଦେଖି ନଥିବେ । ହେଲେ ଆମେ ଆପଣଙ୍କୁ ଏମିତି ଏକ ହତ୍ୟା ସମ୍ପର୍କରେ କହିବାକୁ ଯାଉଛୁ, ଯାହା ଶୁଣିଲେ ଆପଣ ତାଜୁବ୍ ହୋଇଯିବେ । ଆଉ ଆପେ ଆପେ ଆପଣଙ୍କ…