Latest Odisha News

BREAKING NEWS

Browsing Tag

pakistan

ପାକିସ୍ତାନରେ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ

ନୂଆଦିଲ୍ଲୀ: ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ । ଶୁକ୍ରବାର ପାକିସ୍ତାନ ସରକାର ଇସଲାମାବାଦରେ ଅବସ୍ଥାପିତ ଭାରତୀୟ ହାଇକମିଶନଙ୍କୁ ଏହି ସୂଚନା ଦେଇଛନ୍ତି । ବନ୍ଦୀ ମାନଙ୍କ ଭିତରେ ରହିଛନ୍ତି ୪୯ ଜଣ ସାଧାରଣ ନାଗରିକ ଏବଂ ୬୩୩ ଜଳପଥ ସୀମା ପାର କରିଥିବା ମତ୍ସ୍ୟଜୀବୀ । ଏହି…

ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ: ଶହେରୁ ଅଧିକ ମୃତ, ପାକିସ୍ତାନରେ ବି ଭୂକମ୍ପର ଝଟକା

ଦିଲ୍ଲୀ : ଆଫଗାନିସ୍ତାନରେ ଭୂମିକମ୍ପ । ଏଥିରେ ବର୍ତ୍ତମାନ ସୁଦ୍ଧା ଶହେରୁ ଅଧିକଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । କେବଳ ଆଫଗାନିସ୍ତାନ ନୁହେଁ ପାକିସ୍ତାନରେ ମଧ୍ୟ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୧ ରହିଛି । ୟୁଏସ ଜିୟୋଲୋଜିକାଲ…

ପାକିସ୍ତାନକୁ ‘ଗ୍ରେ’ ଲିଷ୍ଟରେ ବଳବତ୍ତର ରଖିଲା ଏଫଏଟିଏଫ

ବର୍ଲିନ: ଜର୍ମୀନୀର ରାଜଧାନୀ ବର୍ଲିନରେ ହୋଇଥିବା ସମୀକ୍ଷା ବୈଠକ ପରେ ଫାଇନାନ୍ସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫଏଟିଏଫ) ପାକିସ୍ତାନକୁ ଗ୍ରେ ଲିଷ୍ଟରୁ ଏବେ ତରବରିଆ ଭାବେ ନହଟାଇବାକୁ ନିଷ୍ପତ୍ତି ନେଇଛି। ଘଟଣାସ୍ଥଳକୁ ଯାଇ ପରିଦର୍ଶନ କରିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି…

ପାକିସ୍ତାନରେ ପୂଜକଙ୍କୁ ଆକ୍ରମଣ କରି ମନ୍ଦିର ଭାଙ୍ଗିଲେ ଦୁର୍ବୃତ୍ତ

କରାଚି: ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ବିରୋଧ କରି ପାକିସ୍ତାନର ବିଭିନ୍ନ ସହରରେ ବିକ୍ଷୋଭ ପ୍ରଦର୍ଶନ ହେବ। ଜମାତ୍-ଏ-ଇସଲାମି, ତେହରିକ୍-ଏ-ଲବ୍ବାଇକ୍ ଭଳି ଇସଲାମିକ୍ ପାର୍ଟି ଏବଂ ପାକିସ୍ତାନ ଉଲେମା କାଉନସିଲ ଏହି ବିକ୍ଷୋଭ ପ୍ରଦର୍ଶନ କରିବେ। ଜୁନ ୧୦ ତାରିଖରେ ଇସଲାମାବାଦ ସ୍ଥିତ ଭାରତୀୟ…

ପାକିସ୍ତାନରେ ଆର୍ଥିକ ସଂକଟ: ରାତିରେ ବାହାଘର ବନ୍ଦ; ଭୋଜିରେ ଗୋଟିଏ ଆଇଟମ୍

ଇସଲାମାବାଦ: ପାକିସ୍ତାନରେ ଆରମ୍ଭ ହେଲାଣି ଆର୍ଥିକ ସଂକଟ । ୨୦୧୯ରୁ ଏହି ସମସ୍ୟା ଦେଖା ଦେଇଥିଲେ ବି ଯେନତେନ ପ୍ରକାରେ ଏହା ଚଳି ଯାଉଥିଲା । କିନ୍ତୁ ଏବେ ଉଭୟ ରାଜନୈତିକ ଓ ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି । ତୈଳ ଇନ୍ଧନ, ବିଦ୍ୟୁତ୍ ଆଦି ଅତ୍ୟାବଶ୍ୟକ ଜିନିଷର ଅଭାବ ଦେଖାଗଲାଣି । ଗତ…

ପାକିସ୍ତାନରେ ଦୁଇ ଶିଖ୍ ଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ୱର: ପାକିସ୍ତାନର ଖାଇବର୍ ପଖତୁନ୍ ରେ ସଂଖ୍ୟାଲଘୁ ସଂପ୍ରଦାୟର ଦୁଇ ଶିଖ୍ ଯୁବକଙ୍କୁ ରବିବାର ସକାଳେ ଗୁଳି କରି ହତ୍ୟା କରାଯାଇଛି । ଉଭୟ ନିଜ ଦୋକାନରେ କାମ କରୁଥିବା ବେଳେ ଦୁବୃର୍ତ୍ତ ବାଇକ୍ ରେ ଆସି ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ । ଘଟଣାସ୍ଥଳରେ ଦୁଇ ଶିଖ୍ ଯୁବକ ରଣଜିତ୍ ସିଂ ଓ…

ପାକିସ୍ତାନରେ ଡ୍ୟାନ୍ସ ଆଉ ମଡେଲିଂ କରିବାରୁ ଭଉଣୀ କୁ ମାରିଦେଲା ଭାଇ

ଭୁବନେଶ୍ୱର: ପାକିସ୍ତାନର ଫୈସଲାବାଦରେ ଭଉଣୀ ମଡେଲିଂ ଆଉ ଥିଏଟର ରେ ଡ୍ୟାନ୍ସ କରିବାରୁ ଭାଇ ତାକୁ ଗୁଳି କରି ହତ୍ୟା କରିଛି । ହତ୍ୟା କରିବା ପରେ ପୋଲିସ ନିକଟରେ ସବୁ ସତ କହିଛି ଭାଇ ହମଜା । ସିଦ୍ରା ନାମକ ଜଣେ ଝିଅ ଓକାରା ଅଂଚଳରେ ବାସିନ୍ଦା । ତାଙ୍କ ପସନ୍ଦ ଅନୁସାରେ ସେ ଡ୍ୟାନ୍ସ ଆଉ…

ସରକାର ବଞ୍ଚେଇବାକୁ ପାକିସ୍ତାନ ଆର୍ମି କୁ ଭିକ ମାଗିଥିଲେ ଇମ୍ରାନ୍

ଇସଲାମାବାଦ: ସରକାର ବଞ୍ଚେଇବାକୁ ଇମ୍ରାନ ଖାନ୍ ପାକିସ୍ତାନ ଆର୍ମିକୁ ଭିକ ମାଗିବାକୁ ପଛେଇନଥିଲେ । ୯ ଏପ୍ରିଲରେ ପାକିସ୍ତାନ ସୁପ୍ରିମ କୋର୍ଟରେ ଅନାସ୍ଥା ଭୋଟ୍ ଶୁଣାଣି ଆଗରୁ ଇମ୍ରାନ ତାଙ୍କ ଦେଶର ଶକ୍ତିଶାଳୀ ଆର୍ମି ଶରଣ ପଶିଥିଲେ । ଯେକୌଣସି ଉପାୟରେ ତାଙ୍କ ସରକାର ବଞ୍ଚେଇଦେବାକୁ ଭିକ…

ଆଫଗାନିସ୍ତାନ୍ ଉପରେ ପାକିସ୍ତାନର ଆକ୍ରମଣ, ୩୩ ମୃତ ଏକାଧିକ ଗୁରୁତର

ଭୁବନେଶ୍ୱର: ୟୁକ୍ରେନ୍ ଉପରେ ଋଷିଆର ଆକ୍ରମଣ ନେଇ ସାରା ବିଶ୍ୱରେ ହଟଚମଟ ସୃଷ୍ଟି ହୋଇଛି । ଏତିକିବେଳେ ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ ଘଟଣା ଅନେକଙ୍କୁ ଚକିତ କରିଛି । ଏହି ଆକ୍ରମଣରେ ଅନେକ ଆଫଗାନ ବାସିନ୍ଦା ନିହତ ଓ ଆହତ ହୋଇଥିବା ସୂଚନା ରହିଛି । ଗତ ଶୁକ୍ରବାର…

ଇମ୍ରାନ ଖାନଙ୍କ ୟର୍କରକୁ ନୋ ବୋଲ୍ ଦେଲେ ସୁପ୍ରିମକୋର୍ଟ, ଆସନ୍ତାକାଲି ହୋଇପାରନ୍ତି କ୍ଲିନ୍ ବୋଲ୍ଡ

ଇସଲାମାବାଦ: ପଲଟିଗଲା ପାକିସ୍ତାନ ରାଜନୀତିର ସମୀକରଣ । ସୁପ୍ରିମକୋର୍ଟଙ୍କ ରାୟ ପରେ ପାକିସ୍ତାନ ରାଜନୀତି ସମ୍ପୂର୍ଣ୍ଣ ଓଲଟି ଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ସଂସଦରେ ଅନାସ୍ଥା ଭୋଟର ସାମ୍ନା ନକରି ରାଷ୍ଟ୍ରପତିଙ୍କ ସୁପାରିଶ…