Latest Odisha News

BREAKING NEWS

Browsing Tag

pakistan

ପାକିସ୍ତାନକୁ ଭାରତର ମୁହଁତୋଡ ଜବାବ୍‌ ; ଆତଙ୍କବାଦୀଙ୍କୁ ପୋଷୁଛି ପାକିସ୍ତାନ

ନୂଆଦିଲ୍ଲୀ: ଶନିବାର ଦିନ ପାକିସ୍ତାନ ମିଳିତ ଜାତିସଂଘରେ ଭାରତ ବିରୁଦ୍ଧରେ ପୁଣି ବିଷ ଓଗାଳିଥିଲା। ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଥିଲା ପାକିସ୍ତାନ। କିନ୍ତୁ ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଭାରତ ପାକିସ୍ତାନକୁ ତାଗିଦ୍ କରି ମୁହଁତୋଡ ଜବାବ୍‌ ଦେଇଛି। ସାରା ବିଶ୍ବ ଜାଣିଛି ଯେ…

ଟି୨୦ ବିଶ୍ୱକପ କ୍ରିକେଟ: ଭାରତ-ପାକ୍ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଗୋଟିଏ ଗ୍ରୁପରେ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟରେ ପୁଣି ଆମ୍ନା ସାମ୍ନି ହେବେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ । ୟୁଏଇ ଓ ଓମାନରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ଯାଁଏ ହେବାକୁ ଥିବା ଟି୨୦ ବିଶ୍ୱକପ ପାଇଁ ଆଇସିସି ଗ୍ରୁପ ଘୋଷଣା କରିଛି । ଗ୍ରୁପ ୨’ରେ ଉଭୟ ଭାରତ ଏବଂ…

ପାକିସ୍ତାନ କହିଲା କୃଷକ ଆନ୍ଦୋଳନରୁ ଧ୍ୟାନ ହଟାଇବାକୁ ସର୍ଜିକାଲ ଷ୍ଟ୍ରାଇକ କରିପାରେ ଭାରତ, ସେନାକୁ କଲା ଆଲର୍ଟ

ନୂଆଦିଲ୍ଲୀ: ପାକିସ୍ତାନକୁ ସର୍ଜିକାଲ୍ ଷ୍ଟ୍ରାଇକ ଭୟ । ପୁଣି ଥରେ ଭାରତ ସର୍ଜିକାଲ ଷ୍ଟ୍ରାଇକ୍ କରିପାରେ । ଏନେଇ ନିଜ ଦେଶର ସେନାକୁ ସଜାଗ ରହିବାକୁ କହିଛି । ଏନେଇ ପାକିସ୍ତାନ ମିଡିଆରେ ଖବର ପ୍ରକାଶ ପାଇଛି । ପାକିସ୍ତାନର ଅଗ୍ରଣୀ ଖବରକାଗଜ 'ଏକ୍ସପ୍ରେସ ଟ୍ରିବ୍ୟୁନ' କହିଛି ଯେ ଦିଲ୍ଲୀରେ…

ପାକିସ୍ତାନରେ ରହୁଛି ଟ୍ରମ୍ପଙ୍କ ଝିଅ, ଭିଡିଓ ଭାଇରାଲ୍

ଭୁବନେଶ୍ୱର: ମିଥ୍ୟା ବୟାନ ପାଇଁ ବେଶ ଜଣାଶୁଣା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ନିକଟରେ ଡୋନାଲ୍ଡ ଜୋ ବାଇଡେନ୍‌ଙ୍କଠାରୁ ପରାସ୍ତ ହୋଇ ରାଷ୍ଟ୍ରପତି ପଦବୀ ହରାଇଥିଲେ । ହେଲେ ଏବେ ଟ୍ରମ୍ପଙ୍କ ସଂପର୍କିତ ପାକିସ୍ତାନର ଏକ ପୁରୁଣା ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍…

ବଳାତ୍କାରୀଙ୍କୁ ମିଳିବ କଠୋର ଦଣ୍ଡ; ଇମ୍ରାନଙ୍କ କ୍ୟାବିନେଟରେ ନୂଆ ଆଇନକୁ ଅନୁମୋଦନ: ପାକିସ୍ତାନ

ଇସଲାମାବାଦ: ପାକିସ୍ତାନରେ ବଳାତ୍କାରର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମହିଳା ଏବଂ ଶିଶୁଙ୍କ ସହ ବଢୁଥିବା ଯୌନ ଅପରାଧର ମୁକାବିଲା ପାଇଁ ଫେଡେରାଲ୍ କ୍ୟାବିନେଟ୍ ଦୁଇଟି ବଳାତ୍କାର ବିରୋଧୀ ନିୟମକୁ ଅନୁମୋଦନ କରିଛି। ଏହି ନିୟମଗୁଡ଼ିକର ଉଦ୍ଦେଶ୍ୟ ହେଉଛି…

ପାକିସ୍ତାନ; ବେନଜିର ଭୁଟ୍ଟୋଙ୍କ ପୁଅ ବିଲାୱାଲ ଭୁଟ୍ଟୋ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ପାକିସ୍ତାନରେ ବିରୋଧୀ ଦଳ ପିପିପିର ମୁଖ୍ୟ ବିଲାୱାଲ ଭୁଟ୍ଟୋ ଜରଦାରୀ କରୋନା ସଂକ୍ରମିତ ହୋଇଛନ୍ତି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ୩୨ ବର୍ଷୀୟ ସଭାପତି ତଥା ଦେଶର ଦୁଇଥର ପ୍ରଧାନମନ୍ତ୍ରୀ ହୋଇଥିବା ବେନଜିର ଭୁଟ୍ଟୋଙ୍କ ପୁଅ ବିଲାୱାଲ ଭୁଟ୍ଟୋ ଗୁରୁବାର ନିଜ ଟ୍ୱିଟର…

ପାକିସ୍ତାନ ଜେଲରେ ୨୦ ବର୍ଷ ରହିବା ପରେ ଘରକୁ ଫେରୁଛନ୍ତି ଓଡ଼ିଆ ପୁଅ ବିର୍ଜୁ

ରାଉରକେଲା: ସୁନ୍ଦରଗଡ କୁତ୍ରା ବ୍ଲକର ଓଡ଼ିଆ ପୁଅ ବିର୍ଜୁ କୁଲୁ । ପାକିସ୍ତାନ ଲାହୋର ଜେଲରେ ବିତାଇଲେ ୨୦ ବର୍ଷ । ଦୀର୍ଘ ୨୦ ବର୍ଷ ପରେ ଏବେ ନିଜ ଭିଟାମାଟିକୁ ପେରୁଛନ୍ତି । ୱାଘା ବୋର୍ଡର ଦେଇ ସ୍ୱଦେଶ ଫେରୁଛନ୍ତି ଓଡ଼ିଆ ପୁଅ । ବିର୍ଜୁଙ୍କୁ ଆଣିବା ପାଇଁ ସୁନ୍ଦରଗଡ ପ୍ରଶାସନ ଗତ ୬…

ବିସ୍ଫୋରଣରେ ଥରିଲା ପାକିସ୍ତାନର ପେଶାଓ୍ୱାର

ପେଶଓ୍ୱାର: ପାକିସ୍ତାନର ପେଶାଓ୍ୱାରରେ ବଡ଼ ଧରଣର ବିସ୍ଫୋରଣ । ଏକ ମଦ୍ରାସାରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରୁ କିଛି ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ଆଗକୁ…

ମିଳିଲାନି ଜାତୀୟ ଦଳରେ ସ୍ଥାନ, ସନ୍ୟାସ ନେବେ କି ଏହି ବରିଷ୍ଠ କ୍ରିକେଟର୍ ?

ଭୁବନେଶ୍ୱର: ଅକ୍ଟୋବର ୩୦ ଠାରୁ ପାକିସ୍ତାନରେ ଆରମ୍ଭ ହେବ ଦିନିକିଆ ଓ ଟି୨୦ ସିରିଜ୍ । ରାୱଲପିଣ୍ଡିରେ ଦିନିକିଆ ଓ ଗଦ୍ଦାଫି ଷ୍ଟାଡିୟମରେ ହେବ ଟି୨୦ କ୍ରିକେଟ୍ ମ୍ୟାଚ୍ । ଏଥିପାଇଁ ପାକିସ୍ତାନ କ୍ରିକେଟ୍ ବୋର୍ଡ ଘୋଷଣା କରିଛି ୨୨ ଜଣିଆ ଦଳ । ହେଲେ ଦଳରେ ସ୍ଥାନ ପାଇନଥିବାରୁ ଜଣେ ବରିଷ୍ଠ…

କରାଚି ବିସ୍ଫୋରଣ; ଏପର୍ଯ୍ୟନ୍ତ ୩ ମୃତ ୧୫ ଆହତ

କରାଚି: ପଡୋଶୀ ଦେଶ ପାକିସ୍ତାନରେ କରାଚିରେ ଏକ ବଡ଼ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ ଏହି ବିସ୍ଫୋରଣ ଗୁଲଶାନ-ଇ-ଇକବାଲରେ ମସ୍କାନ ଚୋରାଙ୍ଗିର ଦୁଇ ମହଲା କୋଠାରେ ଘଟିଛି। ତେବେ ବ୍ଲାଷ୍ଟ…