ଭାରତଠାରୁ ପାକିସ୍ତାନ ଭଲ କୋଭିଡ ମୁକାବିଲା କରିଛି: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ଆଇଏମଏଫଙ୍କ ଆକଳନକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର କେନ୍ଦ୍ରସରକାର ଉପରେ ବର୍ଷିଛନ୍ତି ।
ଚଳିତ ବର୍ଷ ଭାରତୀୟ ଅର୍ଥନୀତି ୧୦.୩ ପ୍ରତିଶତ ତଳକୁ ଖସିବାକୁ ଥିବା ବେଳେ, ଆଇଏମଏଫର ଆକଳନକୁ ନେଇ ରାହୁଲ ଗାନ୍ଧୀ କହିଛନ୍ତି- ଏହା ସରକାରଙ୍କ ଅନ୍ୟ ଏକ 'ଦୃଢ଼ ସଫଳତା'…