ବିଷୁବ ସଂକ୍ରାନ୍ତି ବନାମ ଦଣ୍ତ ପାଟୁଆ ପର୍ବ
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଛି । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମ ଋତୁର ଆରମ୍ଭ ହୋଇଥାଏ । ତେଣୁ…