Latest Odisha News
Browsing Tag

panchayat-polls

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା: ଜଣେ ମୃତ, ପାଞ୍ଚ ଆହତ

କୋଲକାତା: ପଶ୍ଚିମବଙ୍ଗରେ ସରଗରମ ରହିଛି ରାଜନୈତିକ ମାହୋଲ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜାରି ରହିଛି ହିଂସା। କୁଚବିହାରର ଗୀତଲଦାହାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। କୁହାଯାଉଛି ଗୋଟିଏ ରାଜନୈତିକ ଦଳ ମଧ୍ୟରେ ଦୁଇଟି ଗୋଷ୍ଠୀରେ ପରିଣତ ହୋଇଥିଲା ଏବଂ ଏହି ଉଭୟ ଗୋଷ୍ଠୀ ମଧ୍ୟରେ…

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ମୁତୟନ ହେବେ କେନ୍ଦ୍ରୀୟ ସୁରକ୍ଷା ବଳ, ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ମୁତୟନ ହେବେ କେନ୍ଦ୍ରୀୟ ସୁରକ୍ଷା ବଳ । ୪୮ ଘଣ୍ଟା ଭିତରେ ରାଜ୍ୟରେ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ । ଜୁଲାଇ ୮ ତାରିଖରେ ପଶ୍ଚିମବଙ୍ଗରେ ପଞ୍ଚାୟତ…

ସମସ୍ତ ୩୧୫ଟି ଜିଲ୍ଲା ପରିଷଦ ଜୋନର ଟ୍ରେଣ୍ଡ: ୨୭୩ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ହୋଇଛି । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାୟ ୨ଲକ୍ଷ ୨୦ହଜାର ପ୍ରାର୍ଥୀଙ୍କ ମଧ୍ୟରୁ କିଏ ପିନ୍ଧିବ ବିଜୟ ମୁକୁଟ ସେ ନେଇ ବଢୁଛି ଦ୍ୱନ୍ଦ । ସମସ୍ତେ ବିଜୟ ଆଶାରେ ବସିଥିବାବେଳେ ଜନତା କାହାକୁ ଜିତାଉଛନ୍ତି ତାହା…

[ଭିଡ଼ିଓ] ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ରାଜନୀତି ମଇଦାନରେ ପ୍ରାର୍ଥୀଙ୍କ ଟକ୍କର

ପାରାଦୀପ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁର ମାହୋଲ ଏବେ ସରଗରମ । ତେବେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକର ନୁଆଗଡ ପଞ୍ଚାୟତ, ଯେଉଁ ପଞ୍ଚାୟତ ଅଧିନରେ ଇଫକୋ ସାର କାରଖାନା ଓ ଆର୍ସେଲର ମିତ୍ତଲ-ନିପ୍ପନ ଭଳି ଦୁଇଟି ବଡ କାରଖାନା ରହିଛି । ହେଲେ ଦୀପ ତଳ ଅନ୍ଧାର ଭଳି ବେରୋଜଗାରୀ,…

ଖୁବଶୀଘ୍ର ସଂରକ୍ଷଣ ତାଲିକା ଦାଖଲ କରିବେ ସରକାର

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର । ନିର୍ବାଚନ ଆୟୋଗଙ୍କ ନିକଟରେ ଖୁବଶୀଘ୍ର ସଂରକ୍ଷଣ ତାଲିକା ଦାଖଲ କରିବେ ସରକାର । ପଞ୍ଚାୟତିରାଜ ବିଭାଗ ଜିଲ୍ଲା ପରିଷଦ ସଂରକ୍ଷଣ ତାଲିକା ପ୍ରକାଶ କରି ସାରିଛି । ଏ ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ…