Latest Odisha News
Browsing Tag

Panchuka

ପଞ୍ଚୁକରେ ଧବଳେଶ୍ୱରଙ୍କ ଭର୍ଚୁଆଲ୍ ଦର୍ଶନ

କଟକ : ପଞ୍ଚୁକରେ ଭର୍ଚୁଆଲ୍ ମୋଡ୍ ରେ ଦର୍ଶନ ଦେବେ ପ୍ରଭୁ ଧବଳେଶ୍ୱର । ଧବଳେଶ୍ୱର ମେଳା ବାତିଲ୍ ହେବା ପରେ ଦର୍ଶନ ପାଇଁ ମନଊଣା କରିଥିଲେ ଶ୍ରଦ୍ଧାଳୁ । ହେଲେ କଟକ ଜିଲ୍ଲା ପ୍ରଶାସନ ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ଘୋଷଣା କରିଛି । ଭୋଳାନାଥଙ୍କ ଅନଲାଇନ୍ ଦର୍ଶନ ପାଇଁ ଏଲଇଡି ଲଗାଇବାକୁ…

ପଞ୍ଚୁକର ପ୍ରଥମ ଦିନ; ଖାଁ ଖାଁ ଧବଳେଶ୍ବର ପୀଠ

ଭୁବନେଶ୍ୱର: ଧର୍ମ ମାସ କାର୍ତ୍ତିକର ଶେଷ ପାଞ୍ଚ ଦିନକୁ ପଞ୍ଚୁକ ଭାବରେ ପାଳନ କରାଯାଏ। ପ୍ରତିବର୍ଷ ପଞ୍ଚୁକ ଓ ବଡଓଷା ପାଳନ କରିବାକୁ ଧବଳେଶ୍ଵର ଶୈବ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳେ। ପ୍ରତିବର୍ଷ ଏହି ଶୈବ ପୀଠରେ ବେଶ୍ ଧୁମଧାମର ସହ ପଞ୍ଚୁକ ଓ ବଡଓଷା ପାଳନ କରାଯାଏ।…

ଆଜିଠୁ ଆରମ୍ଭ ପଞ୍ଚୁକ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କେଉଁ ଦିନ ହେବ କେଉଁ ବେଶ, ଜାଣନ୍ତୁ

ପୁରୀ:ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ।ସମସ୍ତ ମାସ ମଧ୍ୟରେ ପବିତ୍ରତମ ମାସ ହେଉଛି କାର୍ତ୍ତିକ। ଏହି ମାସରେ ବ୍ରତ ଆଚରଣ କରି ବର୍ଷକ ଯାକ ପାପରୁ ଵ୍ରତଚାରୀ ମାନେ ପବିତ୍ର ହୁଅନ୍ତି । ଏହି ମାସ ମଧ୍ୟରେ ଶ୍ରେଷ୍ଠ ହେଉଛି ଏହାର ଶେଷ ପାଞ୍ଚଦିନ । ଯାହା ପଞ୍ଚୁକ ନାମେ ପରିଚିତ। ଚଳିତ…

ଆଜି କାର୍ତ୍ତିକ ମାସର ଶେଷ ସୋମବାର; ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସର ଆଜି ଶେଷ ସୋମବାର ହୋଇଥିବାରୁ ଚଳଚଞ୍ଚଳ ହୋଇଉଠିଛି ସମସ୍ତ ଶୈବପୀଠ । ଆଉ ମାତ୍ର ଗୋଟିଏ ଦିନପରେ ପଞ୍ଚୁକ ଶେଷ ହେଉଥିବାରୁ ମହାପଭୁଙ୍କ ଦର୍ଶନ ପାଇଁ ମଧ୍ୟ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି । ଆଜି ବଡି ଭୋରୁ ବିଭିନ୍ନ ଶୈବପୀଠଗୁଡିକର…